Posted inଖେଳ

ଏସିଆନ୍ ଗେମ୍ସ ୨୦୨୩: ଜାଣନ୍ତୁ କେବେ ଏବଂ କାହା ବିପକ୍ଷରେ ଖେଳିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ, ୨୮। ୭: ଭାରତୀୟ କ୍ରିକେଟ ଟିମ୍ ସେପ୍ଟେମ୍ବର ୨୩ରୁ ଚାଇନାର ହାଙ୍ଗଜୁ ସହରରେ ଆୟୋଜିତ ହେବାକୁ ଥିବା ୧୯ତମ ଏସିଆନ୍ ଗେମ୍ସ ଲାଗି ପ୍ରସ୍ତୁତ। ଋତୁରାଜ ଗାଏକୱାଡଙ୍କ ଅଧିନାୟକତ୍ଵରେ ଭାରତୀୟ ଟିମ୍ ସ୍ବର୍ଣ୍ଣ ପଦକ ଲାଗି ଖେଳିବ। ଆଇସିସି ରାଙ୍କିଙ୍ଗ୍ ଆଧାରରେ ଏସିଆର ଟପ୍ ୪ ଟିମ୍ ସିଧା କ୍ବାଟର ଫାଇନାଲରୁ ଅଭିଯାନ ଆରମ୍ଭ କରିବ। ଏହି କ୍ରମରେ ଭାରତୀୟ ଟିମ୍ କାହା ସହ ମୁକାବିଲା କରିବ ତାର ଚିତ୍ର ସ୍ପଷ୍ଟ ହୋଇଛି।

 

ଟିମ୍ ଇଣ୍ଡିଆ ପ୍ରଥମ ମ୍ୟାଚ ଅକ୍ଟୋବର ୫ରେ ଖେଳିବ। ଏହା କ୍ବାଟର ଫାଇନାଲ ମୁକାବିଲା ହେବ। ପରେ ଦଳ ଅକ୍ଟୋବର ୬ରେ ସେମିଫାଇନାଲ ଏବଂ ଅକ୍ଟୋବର ୭ରେ ଫାଇନାଲ ଖେଳିବ। ଭାରତୀୟ ଟିମ୍ ଫାଇନାଲରେ ପହଞ୍ଚିବାରେ ସଫଳ ହୁଏ ତେବେ ତାକୁ ଲଗାତାର ୩ ମ୍ୟାଚ ଖେଳିବାକୁ ହେବ। ଆଫଗାନିସ୍ତାନ ଅଥବା ବାଲାଂଦେଶ ବିରୋଧରେ ଭାରତ କ୍ବାଟର ଫାଇନାଲ ଖେଳିବାର ସମ୍ଭାବନା ରହିଛି। ତେବେ ଭାରତରେ ଅକ୍ଟୋବର ୫ରୁ ବିଶ୍ବକପ୍ ୨୦୨୩ ଆରମ୍ଭ ହେବାକୁ ଯାଉଛି। ଏଣୁ ଏସିଆନ୍ ଗେମ୍ସ ର ଫାଇନାଲ ବିଶ୍ବକପ୍ ଆରମ୍ଭର ଦୁଇ ଦିନ ପରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri