Posted inଖେଳ

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଟସ ହାରିଛନ୍ତି। ୧୧ଟି ମ୍ୟାଚରେ ଦଶମ ଥର ସେ ଟସ୍‌ ହାରିଛନ୍ତି। ରବିବାର ଖେଳାଯାଉଥିବା ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଗାଇକ୍ୱାଡ ଟସ ହାରିଥିଲେ। ଏଥିରେ ଚେନ୍ନାଇକୁ ପ୍ରଥମେ ବ୍ୟାଟିଂ କରିବାକୁ ନିମନ୍ତ୍ରଣ କରାଯାଇଥିଲା। ଆଇପିଏଲ ୨୦୨୪ରେ କେବଳ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଗାଇକ୍ୱାଡ ଟସ ଜିତିଥିଲେ, ଏଥିରେ ତାଙ୍କ ଦଳ ୭ ଉଇକେଟରେ ଜିତିଥିଲା।
ସିଏସକେ ଅଧିନାୟକ ଗାଏକ୍ୱାଡ ଏପର୍ଯ୍ୟନ୍ତ ଏହି ସିଜିନ୍‌ରେ ୧୧ଟି ଟସ ମଧ୍ୟରୁ ୧୦ଟି ହାରିଛନ୍ତି। ୧୦ଥର ଟସ ହରାଇବା ପରେ ଚେନ୍ନାଇ ପରିସ୍ଥିତିର ସୁଯୋଗ ନେଇ ୪ ଥର ଜିତଛି। ଏହା ମଧ୍ୟ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଯେ ଗାଇକ୍ୱାଡ ବର୍ତ୍ତମାନ ଆଇପିଏଲ ୨୦୨୪ରେ କ୍ରମାଗତ ଷଷ୍ଠ ଟସ ହରାଇଛନ୍ତି। ଋତୁରାଜ ଗାଇକ୍ୱାଡ କ୍ରମାଗତ ଟସ ହାରିଛନ୍ତି, କିନ୍ତୁ ପ୍ରତ୍ୟେକ ମ୍ୟାଚ ସହିତ ତାଙ୍କର ବ୍ୟକ୍ତିଗତ ପ୍ରଦର୍ଶନ ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri