Posted inଖେଳ

ଟି୨୦ ସିରିଜରୁ ବାଦ୍‌ ପଡ଼ିଲେ ଏହି ଧୂରନ୍ଧର, ତରବରିଆ ଭାବେ ଏଭଳି ନିଷ୍ପତ୍ତି ନେଲା ବୋର୍ଡ

ଧର୍ମଶାଳା,୨୬।୨: ଆଘାତ ସମସ୍ୟାକୁ ନେଇ ଶ୍ରୀଲଙ୍କା ବିପକ୍ଷ ଅବଶିଷ୍ଟ ଦୁଇଟି ଟି-୨୦ ମୁକାବିଲାରୁ ବାଦ ପଡ଼ିଛନ୍ତି ଭାରତୀୟ ଓପନର୍‌ ଋତୁରାଜ ଗାୟକଓ୍ବାଡ। ଫଳରେ ତରବରିଆ ଭାବେ ତାଙ୍କ ସ୍ଥାନରେ ମୟଙ୍କ ଅଗ୍ରଓ୍ବାଲଙ୍କୁ ସାମିଲ କରାଯାଇଥିବା ନେଇ ବିସିସିଆଇ ପକ୍ଷରୁ କୁହାଯାଇଛି।

ଏହି ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି। ଦ୍ୱିତୀୟ ମ୍ୟାଚ୍‌ ଶନିବାର ଏଠାରେ ଖେଳାଯିବ। ତେବେ ଅଭ୍ୟାସ ସମୟରେ ଡାହାଣ ହାତ ମଣିବନ୍ଧରେ ଆଘାତ ଯୋଗୁ ୨୫ ବର୍ଷର ଋତୁରାଜ ପ୍ରଥମ ମ୍ୟାଚ୍‌ ଖେଳିବାରୁ ବଞ୍ଚିତ ହୋଇଥିଲେ।

ଏପରି ରହିଛି ଭାରତ ଏକାଦଶ:
ରୋହିତ ଶର୍ମା(ଅଧିନାୟକ), ଶ୍ରେୟାସ ଆୟର, ଇଶାନ କିଶନ, ଭେଙ୍କଟେଶ ଆୟାର, ଦୀପକ ହୁଡା, ରବିନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, ରବି ବିଶ୍ନୋଇ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଜସପ୍ରିତ ବୁମ୍‌ରା, ଆଭେଶ ଖାନ୍‌, ମୟଙ୍କ ଅଗ୍ରଓ୍ବାଲ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାରୋତ୍ତୋଳନ ଚାମ୍ପିୟନ

ଟୋକିଓ, ୧ା୮ (ଏପି)- ଚାଇନାର ଲିୟୁ ଜିଆଓଜୁନ୍‌ ସବୁଠାରୁ ବୟସ୍କ ଭାବେ ଅଲିମ୍ପିକ୍ସ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଶନିବାର ପୁରୁଷ ୮୧ କେ.ଜି....

କୋଭିଡ୍‌ ମାମଲା ବୃଦ୍ଧି ପାଉଛି; ହେଲେ ଇଲଂଣ୍ଡକୁ ବିକଳ୍ପ ଖେଳାଳି ପଠାଇବାକୁ ମନା କଲା ବିସିସିଆଇ

ନୂଆଦିଲ୍ଲୀ,୧୬।୭: ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହୋଇ ନ ଥିବା ବେଳେ ଟିମ୍‌ ଇଣ୍ଡିଆର ୨ଜଣ ସଦସ୍ୟ କୋଭିଡ୍‌ ପଜିଟିଭ୍‌...

‘ଅମ୍ଫନ୍‌’ ପ୍ରଭାବିତ ୧୦ ହଜାର ପରିବାରଙ୍କୁ ସହାୟତା କରୁଛନ୍ତି ସୌରଭ ଗାଙ୍ଗୁଲି

ଗତ ମାସରେ ଆସିଥିବା ବାତ୍ୟା ‘ଅମ୍ଫନ୍‌’ ଯୋଗୁ ପଶ୍ଚିମବଙ୍ଗରେ ପ୍ରବଳ କ୍ଷୟକ୍ଷତି ହୋଇଥିଲା। ବାତ୍ୟା ଯିବାର ପ୍ରାୟ ମାନେ ବିତିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଲୋକଙ୍କ ଅବସ୍ଥା...

ଅଷ୍ଟ୍ରେଲିଆ ଛାଡ଼ିଲେ ଜୋକୋଭିଚ୍‌

ମେଲବୋର୍ନ,୧୭।୧: ବିଶ୍ୱର ୧ ନମ୍ବର ଟେନିସ ଖେଳାଳି ତଥା ସର୍ବିୟା ସୁପରଷ୍ଟାର ନୋଭାକ ଜୋକୋଭିଚ୍‌ ରବିବାର ଫେଡେରାଲ କୋର୍ଟରେ ଭିଜା ରଦ୍ଦ ତଥା ପ୍ରତ୍ୟର୍ପଣ ନିର୍ଦ୍ଦେଶ...

ଏଯାଏ ଖୋଲିନି ଖାତା

ନୂଆଦିଲ୍ଲୀ,୯।୪: ଆଇପିଏଲ୍‌ ୨୦୨୨ର ୧୭ତମ ମ୍ୟାଚ୍‌ ଶନିବାର ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯିବ। ଉଭୟ ଟିମ୍‌ ଏଯାବତ ଗୋଟିଏ ବି ମ୍ୟାଚ୍‌...

ଘରର ଆର୍ଥିକ ସ୍ଥିତି ନ ଥିଲା ସ୍ବଚ୍ଛଳ; ବାପାଭାଇଙ୍କ ମୃତ୍ୟୁ ପରେ ବି ଭାଙ୍ଗି ପଡ଼ି ନ ଥିଲେ; ଏବେ ଭାରତ ପାଇଁ ଡେବ୍ୟୁ କଲେ ଏହି କ୍ରିକେଟର

କଲମ୍ବୋ,୨୩।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଶେଷ ମ୍ୟାଚ୍‌ ଶୁକ୍ରବାର ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ଶିଖର ଧାଓ୍ବନ ନେତୃତ୍ୱାଧୀନ...

‘କୋହଲି ଜଣେ ଭାବପ୍ରବଣ ଅଧିନାୟକ’

ନୂଆଦିଲ୍ଲୀ, ୭।୫-ସାମ୍ପ୍ରତିକ ଭାରତୀୟ କ୍ରିକେଟ ଦଳରେ ବିରାଟ କୋହଲି ଜଣେ ଦକ୍ଷ ଖେଳାଳି, ଏଥିରେ ଦ୍ୱିମତ ନାହିଁ। ମାତ୍ର ଅଧିନାୟକଭାବେ ତାଙ୍କୁ ଆହୁରି ଅନେକ ବାଟ...

Advertisement
Archives

Model This Week