ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି ସଭାରେ ଏ ନେଇ ଧ୍ୱନିମତରେ ଏକ ସଂଶୋଧନ ଗୃହୀତ ହୋଇଛି। ୨୦୧୮ ଅକ୍ଟୋବରରେ ଟ୍ରମ୍ପ୍‌ ପ୍ରଶାସନର ତାଗିଦ୍‌ ସତ୍ତ୍ୱେ ଭାରତ ଏହି ପ୍ରତିରକ୍ଷା କ୍ଷେପଣାସ୍ତ୍ର ବ୍ୟବସ୍ଥା କିଣିବା ପାଇଁ ମସ୍କୋ ସହ ଚୁକ୍ତିବଦ୍ଧ ହୋଇଥିଲା। ଏସ୍‌-୪୦୦ ହେଉଛି ଭୂପୃଷ୍ଠରୁ ଆକାଶରେ ଲକ୍ଷ୍ୟସ୍ଥଳ ଭେଦ କରିପାରୁଥିବା ସବୁଠୁ ଅତ୍ୟାଧୁନିକ ସିଷ୍ଟମ। କାଉଣ୍ଟରିଂ ଆମେରିକାସ୍‌ ଆଡଭର୍ସରିଜ୍‌ ଥ୍ରୁ ସାଙ୍କସନ୍ସ ଆକ୍ଟ (ସିଏଏଟିଏସ୍‌ଏ) ବଳରେ ଆମେରିକାର କୌଣସି ଶତ୍ରୁ ରାଷ୍ଟ୍ରଠାରୁ ପ୍ରତିରକ୍ଷା ସାମଗ୍ରୀ କିଣାକିଣି ଉପରେ ଭାରତ ଉପରେ କଟକଣା ଲାଗିଥିଲା। ଚାଇନାର ବଢ଼ି ଚାଲିଥିବା ପ୍ରଭାବକୁ ପ୍ରତିହତ କରିବା ପାଇଁ ଏହି କଟକଣା ହଟାଯାଉ ବୋଲି ଭାରତୀୟ ବଂଶୋଦ୍ଭବ କଂଗ୍ରେସମ୍ୟାନ୍‌ ରାଓ ଖାନ୍ନା ଉକ୍ତ ଆଇନରେ ସଂଶୋଧନ ପ୍ରସ୍ତାବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri