Posted inଜାତୀୟ

ଆତଙ୍କବାଦ ବିରୋଧୀ ଲଢ଼େଇ ଜାରି ରହିବ: ଜୟଶଙ୍କର

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ବଡ଼ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ଏହି ଘୋଷଣା ପରେ ବିକ୍ରମ ମିଶ୍ରି ଏହି ସୂଚନା ଦେଇଥିଲେ।

ଏପରିକି ଅସ୍ତ୍ରବିରତି ସହମତି ନେଇ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ମଧ୍ୟ ସୂଚନା ଦେଇଛନ୍ତି। ଅସ୍ତ୍ରବିରତି ପାଇଁ ଦୁଇ ଦେଶ ମଧ୍ୟରେ ସହମତି ହୋଇଛି। କିନ୍ତୁ ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତ ସାଲିସ କରିବ ନାହିଁ। ପୂର୍ବ ଭଳି ଆତଙ୍କବାଦୀ ବିରୋଧୀ ଲଢ଼େଇ ଜାରି ରହିବ ବୋଲି ଜୟଶଙ୍କର ସ୍ପଷ୍ଟ ନୂଚନା ଦେଇଛନ୍ତି।

ଭାରତୀୟ ସମୟ ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ।

India and Pakistan have today worked out an understanding on stoppage of firing and military action.

India has consistently maintained a firm and uncompromising stance against terrorism in all its forms and manifestations. It will continue to do so.

— Dr. S. Jaishankar (@DrSJaishankar) May 10, 2025


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri