Posted inଜାତୀୟ

ଏସ ଜୟଶଙ୍କର-ବିଲାୱାଲ ଭୁଟ୍ଟୋଙ୍କ ମଧ୍ୟରେ କୌଣସି ବୈଠକ ହେବାର ସମ୍ଭାବନା ନାହିଁ…

ନୂଆଦିଲ୍ଲୀ,୨୬।୪: ଭାରତ ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ବିଲାୱାଲ ଭୁଟ୍ଟୋ ଜରଦାରୀଙ୍କ ମଧ୍ୟରେ କୌଣସି ଆନୁଷ୍ଠାନିକ ବୈଠକ ହେବାର ସମ୍ଭାବନା ନାହିଁ। ଏନେଇ ବୁଧବାର ଏକ ସୂତ୍ରରୁ ଏହା ଜଣାପଡିଛି। ଦୁଇ ଦିନ ପୂର୍ବେ ପାନାମାର ବର୍ହିବ୍ୟାପାର ମନ୍ତ୍ରୀ ଜନେନା ତଓ୍ବୋନେ ମେନକୋମୋ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ଭାଷଣ ଦେଇଥିବା ବେଳେ ଏସ ଜୟଶଙ୍କର ପରୋକ୍ଷରେ ପାକିସ୍ତାନକୁ ସମାଲୋଚନା କରିଥିଲେ। ଏସସିଓ ବୈଠକରେ ଯୋଗଦେବା ପାଇଁ ବିଲାୱାଲ ଭୁଟ୍ଟୋ ଆସନ୍ତା ମାସରେ ଭାରତ ଆସିବେ।

ଏସ ଜୟଶଙ୍କର କହିଛନ୍ତି, ଆମ ବିରୋଧରେ ସୀମା ଆତଙ୍କବାଦକୁ ପ୍ରଶିକ୍ଷଣ ଦେଉଥିବା ଜଣେ ପଡ଼ୋଶୀ ସହ ଜଡିତ ହେବା ଆମ ପାଇଁ ବହୁତ କଷ୍ଟସାଧ୍ୟ। ଗତ ସପ୍ତାହରେ ପୁଞ୍ଚ, ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ପାଞ୍ଚ ଜଣ ଭାରତୀୟ ସୈନିକ ଶହିଦ ହୋଇଥିଲେ।

ପାକିସ୍ତାନ କହିଛି , ବିଲାୱାଲ ଭୁଟ୍ଟୋ ଆସନ୍ତା ୪ ଓ ୫ ତାରିଖ ଦିନ ଗୋଆରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ସମ୍ମିଳନୀରେ ଯୋଗଦେବେ, ଯାହା ଦେଶର ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri