Posted inଜାତୀୟ

‘କୌଣସି ଫରକ ପଡିବନି…’ ଜି -୨୦ ବୈଠକରେ ଚାଇନା-ରୁଷିଆର ରାଷ୍ଟ୍ରପତି ସାମିଲ ନ ହେବା ଉପରେ କହିଲେ ଜୟଶଙ୍କର

ନୂଆଦିଲ୍ଲୀ,୬।୯: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏଥିରୁ ନିବୃତ୍ତ ହୋଇଛନ୍ତି। ଏହି ସମ୍ମିଳନୀରେ ରୁଷିଆର ପ୍ରତିନିଧିତ୍ୱ ବୈଦେଶିକ ମନ୍ତ୍ରୀ ସର୍ଗଇ ଲାଭ୍ରୋଭ କରୁଥିବାବେଳେ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଚାଇନା ପକ୍ଷରୁ ଭାରତ ଆସିବେ। ଏ ସମ୍ପର୍କରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ, ଏହା ପ୍ରଥମ ଘଟଣା ନୁହେଁ ଯେ ଜି -୨୦ରେ ଜଣେ ରାଷ୍ଟ୍ରାଧ୍ୟକ୍ଷ ପହଞ୍ଚିଛନ୍ତି। ଅତୀତରେ ମଧ୍ୟ ଏପରି ଅନେକ ଘଟଣା ଘଟିଛି ।

ଜୟଶଙ୍କର ଏକ ସାକ୍ଷାତକାର ସମୟରେ କହିଛନ୍ତି, ବିଭିନ୍ନ ସମୟରେ ଜି -୨୦ ରେ କିଛି ରାଷ୍ଟ୍ରପତି କିମ୍ବା ପ୍ରଧାନମନ୍ତ୍ରୀ ରହିଆସିଛନ୍ତି, ଯେଉଁମାନେ କୌଣସି କାରଣରୁ ବ୍ୟକ୍ତିଗତ ଭାବରେ ଆସିପାରନାହାନ୍ତି। ଏଥିରେ କୌଣସି ଫରକ ପଡ଼ିବ ନାହିଁ। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଦେଶର ପକ୍ଷ, ସ୍ଥିତି କ’ଣ ଏବଂ ଏହା ଏଥିରୁ ସ୍ପଷ୍ଟ ହୋଇଯାଉଛି ଯେ, ଆପଣ କେଉଁ ପ୍ରତିନିଧୀଙ୍କୁ ଜି-୨୦କୁ ପଠାନ୍ତି। ମୁଁ ଭାବୁଛି ସମସ୍ତେ ଜି-୨୦କୁ ଗୁରୁତରତାର ସହ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri