Posted inଜାତୀୟ

‘କୌଣସି ଫରକ ପଡିବନି…’ ଜି -୨୦ ବୈଠକରେ ଚାଇନା-ରୁଷିଆର ରାଷ୍ଟ୍ରପତି ସାମିଲ ନ ହେବା ଉପରେ କହିଲେ ଜୟଶଙ୍କର

ନୂଆଦିଲ୍ଲୀ,୬।୯: ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏଥିରୁ ନିବୃତ୍ତ ହୋଇଛନ୍ତି। ଏହି ସମ୍ମିଳନୀରେ ରୁଷିଆର ପ୍ରତିନିଧିତ୍ୱ ବୈଦେଶିକ ମନ୍ତ୍ରୀ ସର୍ଗଇ ଲାଭ୍ରୋଭ କରୁଥିବାବେଳେ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଚାଇନା ପକ୍ଷରୁ ଭାରତ ଆସିବେ। ଏ ସମ୍ପର୍କରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ, ଏହା ପ୍ରଥମ ଘଟଣା ନୁହେଁ ଯେ ଜି -୨୦ରେ ଜଣେ ରାଷ୍ଟ୍ରାଧ୍ୟକ୍ଷ ପହଞ୍ଚିଛନ୍ତି। ଅତୀତରେ ମଧ୍ୟ ଏପରି ଅନେକ ଘଟଣା ଘଟିଛି ।

ଜୟଶଙ୍କର ଏକ ସାକ୍ଷାତକାର ସମୟରେ କହିଛନ୍ତି, ବିଭିନ୍ନ ସମୟରେ ଜି -୨୦ ରେ କିଛି ରାଷ୍ଟ୍ରପତି କିମ୍ବା ପ୍ରଧାନମନ୍ତ୍ରୀ ରହିଆସିଛନ୍ତି, ଯେଉଁମାନେ କୌଣସି କାରଣରୁ ବ୍ୟକ୍ତିଗତ ଭାବରେ ଆସିପାରନାହାନ୍ତି। ଏଥିରେ କୌଣସି ଫରକ ପଡ଼ିବ ନାହିଁ। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଦେଶର ପକ୍ଷ, ସ୍ଥିତି କ’ଣ ଏବଂ ଏହା ଏଥିରୁ ସ୍ପଷ୍ଟ ହୋଇଯାଉଛି ଯେ, ଆପଣ କେଉଁ ପ୍ରତିନିଧୀଙ୍କୁ ଜି-୨୦କୁ ପଠାନ୍ତି। ମୁଁ ଭାବୁଛି ସମସ୍ତେ ଜି-୨୦କୁ ଗୁରୁତରତାର ସହ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?