Posted inଜାତୀୟ

ମୋଦି ୩.୦ରେ ଶପଥ ନେବା ମାତ୍ରେ ବଡ଼ ରେକର୍ଡ କଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୧୧।୬: ଶପଥ ଗ୍ରହଣ କରିବା ମାତ୍ରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆକ୍ସନ ମୋଡରେ ଅଛନ୍ତି। ସୋମବାରଠାରୁ ମନ୍ତ୍ରଣାଳୟରେ ପହଞ୍ଚି ସେ କାମ ଆରମ୍ଭ କରିଦେଇଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ପୁଣିଥରେ ଜୟଶଙ୍କରଙ୍କୁ ଦିଆଯାଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ଜୟଶଙ୍କର ବୈଦେଶିକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିବା ପ୍ରଥମ ନେତା ଅଟନ୍ତି। ସ୍ବାଧୀନତା ପରେ କୌଣସି ବୈଦେଶିକ ମନ୍ତ୍ରୀ ଗୋଟିଏ କାର୍ଯ୍ୟକାଳ ପୂରଣ କରିବା ପରେ ଏହି ପଦରେ ପୁନଃ ନିଯୁକ୍ତ ହୋଇନାହାଁନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହର ଲାଲ ନେହେରୁ ମଧ୍ୟ ଲଗାତାର ୧୬ ବର୍ଷ ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇଥିଲେ। ଏହା ସହିତ ସେ ପ୍ରଧାନମନ୍ତ୍ରୀ ପଦରେ ମଧ୍ୟ ଥିଲେ। ତେବେ ଜୟଶଙ୍କର ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏକି ତାଙ୍କର ପାଞ୍ଚ ବର୍ଷ କାର୍ଯ୍ୟ ସମାପ୍ତ କରିବା ପରେ ବୈଦେଶିକ ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ପଣ୍ଡିତ ଜବାହରଲାଲ ନେହେରୁ ସେପ୍ଟେମ୍ବର ୧୯୪୬ରୁ ମେ ୧୯୬୪ ପର୍ଯ୍ୟନ୍ତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପରିଚାଳନା କରିଥିଲେ। ଅତୀତରେ ଅନେକ ନେତା ଅଛନ୍ତି ଯେଉଁମାନେ ବୈଦେଶିକ ମନ୍ତ୍ରୀ ଭାବରେ ଏକାଧିକ ଥର କାର୍ଯ୍ୟ କରିଥିଲେ, କିନ୍ତୁ ସେମାନଙ୍କ କାର୍ଯ୍ୟକାଳ ବିଭିନ୍ନ ସମୟରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri