Posted inଜାତୀୟ

୨ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ୩ଘଣ୍ଟା ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୫।୩: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଶୁକ୍ରବାର ଭାରତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଭେଟିଛନ୍ତି। ୨ରାଷ୍ଟ୍ରର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଦୀର୍ଘ ୩ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସାକ୍ଷାତକାରରେ ପୂର୍ବ ଲଦାଖ ବିବାଦ ଏବଂ ୟୁକ୍ରେନ ସଙ୍କଟରୁ ଦେଖାଦେଇଥିବା ଭୂ-ରାଜନୈତିକ ଅଶାନ୍ତି ସମେତ ବିଭିନ୍ନ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ବ୍ୟାପକ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏତଦ୍‌ ବ୍ୟତୀତ ଏହି ଦ୍ୱିପାକ୍ଷିକ ଆଲୋଚନାରେ କଶ୍ମୀର ସମ୍ବନ୍ଧରେ ୱାଙ୍ଗ ୟି ଦେଇଥିବା ବିବୃତ୍ତି ଉପରେ ଏସ୍‌ ଜୟଶଙ୍କର ଆପତ୍ତି ଉଠାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri