Advertisement
Posted inଜାତୀୟ

ରୁଷିଆ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୮।୧୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗି ଲାଭରୋଭଙ୍କୁ ମସ୍କୋରେ ଭେଟିଛନ୍ତି। ଭାରତ-ରୁଷିଆ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ଆନ୍ତର୍ଜାତୀୟ ବିକାଶ ଉପରେ ଆଲୋଚନା ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, ଏସ୍‌. ଜୟଶଙ୍କର ସୋମବାର ସନ୍ଧ୍ୟାରେ ମସ୍କୋରେ ପହଞ୍ଚିଥିଲେ। ଏହାପରେ ସେ ଲାଭରୋଭଙ୍କୁ ଭେଟିଥିଲେ। ରୁଷିଆ-ୟୁକ୍ରେନ ବିବାଦ ଆରମ୍ଭ ହେବା ପରଠୁ ଜୟଶଙ୍କର ଏବଂ ଲାଭରୋଭ ଚାରିଥର ସାକ୍ଷାତ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜୈଶ୍‌ ଆତଙ୍କବାଦୀ ଗିରଫ

ଜମ୍ମୁ,୧୩-୯(ପି.ଟି.):ଏକ କାର୍ଡବୋର୍ଡ ବୋଝେଇ ଟ୍ରକ୍‌ରେ ବିପୁଳ ଅସ୍ତ୍ରଶସ୍ତ୍ର ନେଇ ଯାଉଥିବାବେଳେ ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଗୁରୁବାର ୩ ଜୈଶ୍‌ ଆତଙ୍କବାଦୀ ଧରାପଡ଼ିଛନ୍ତି। ସକାଳ ୮ଟାରେ ଜମ୍ମୁ-ପଠାକୋଟ...

କର୍ମଚାରୀ ଛଟେଇ ନେଇ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କଲା ଶ୍ରମ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୩।୧୧ : କର୍ମଚାରୀଙ୍କୁ ବାଧ୍ୟତାମୂଳକ ଛଟେଇ କରୁଥିବାରୁ କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କରାଯାଇଛି। ବୁଧବାର ବେଙ୍ଗାଲୁରୁରେ ଡେପୁଟି ଲେବର...

ଡାକ୍ତର ଏମ ଶ୍ରୀନିବାସ ଏମ୍ସର ନୂଆ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୩ ।୯: ଦିଲ୍ଲୀ-ଏନସିଆର ସମେତ ସାରା ଦେଶରେ ସବୁଠାରୁ ବଡ ଚିକିତ୍ସା ସଂସ୍ଥା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ(ଏମ୍ସ)କୁ ନୂଆ ନିର୍ଦ୍ଦେଶକ ମିଳିଛନ୍ତି...

ମା’ ଭଳି ମାତୃଭାଷା ଆମ ଜୀବନ ଗଢେ: ମୋଦି

ନୂଆଦିଲ୍ଲୀ,୨୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୬ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶ ତଥା ବିଶ୍ୱ ସମ୍ମୁଖୀନ ହେଉଥିବା ଆହ୍ବାନ ବିଷୟରେ ଉଲ୍ଲେଖ କରିଛନ୍ତି।...

ମୋଦିଙ୍କ ମାନବିକତା ଗଲା କୁଆଡ଼େ ପ୍ରଶ୍ନ କଲେ ମେହବୁବା

ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅଜଣା ଆତଙ୍କ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି।...

ନିର୍ଭୟା ମାମଲା: ଦୋଷୀଙ୍କୁ ମିଳିଲା ପୁଣି ସପ୍ତାହେ; ଦୋଷୀଙ୍କୁ ଅଲଗା ଅଲଗା ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୫।୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ପୁଣି ସପ୍ତାହେ ସମୟ ମିଳିଛି। ଏହି ସମୟ ମଧ୍ୟରେ ସମସ୍ତ ଆଇନଗତ ବିକଳ୍ପ ପୂରଣ କରିବାକୁ ସେମାନଙ୍କୁ ଦିଲ୍ଲୀ...

ସମୟ ପୂର୍ବରୁ ମୌସୁମୀ ଅଧିବେଶନ ଶେଷ ହେବା ଆଶଙ୍କା, ହେଲାଣି ୨୬.୯୨୫ କୋଟି କ୍ଷତି…

ନୂଆଦିଲ୍ଲୀ,୩୧।୭: ସଂସଦର ମୌସୁମୀ ଅଧିବେଶନ ଅଚଳ ହୋଇପଡ଼ିଛି। ଜୁଲାଇ ୧୯ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।...

ହୃଦୟ ବିଦାରକ ଦୃଶ୍ୟ: ଲୋଡିଂ ସମୟରେ ଖସିପଡ଼ିଲା କ୍ରେନ, ୧୦ ଶ୍ରମିକଙ୍କ ଜୀବନ ଗଲା

ହାଇଦ୍ରାବାଦ,୧ା୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ହିନ୍ଦୁସ୍ତାନ ସିପ୍‌ୟାର୍ଡରେ ଶନିବାର ଏକ ଭୟଙ୍କର ଅଘଟଣ ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ...

Advertisement
Archives

Model This Week