Posted inଜାତୀୟ

ଜୟଶଙ୍କରଙ୍କ ସୁରକ୍ଷା ବଢ଼ିଲା, ଏବେ ୨ ବୁଲେଟ୍‌ ପ୍ରୁଫ୍‌ ଗାଡ଼ି…

ନୂଆଦିଲ୍ଲୀ, ୧୫।୫: ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ଅପରେଶନ ସିନ୍ଦୂର ପରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି। ଦିଲ୍ଲୀସ୍ଥିତ ତାଙ୍କ ବାସଭବନ ଚାରିପାଖରେ ସୁରକ୍ଷା ବଳୟକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜୟଶଙ୍କରଙ୍କ ସୁରକ୍ଷାରେ ୨ଟି ବୁଲେଟ ପ୍ରୁଫ୍‌ ଗାଡ଼ିକୁ ସାମିଲ କରାଯାଇଛି। ତେବେ ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୌଣସି ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri