ଚାଇନା ସହିତ ସମ୍ପର୍କ ଖରାପ ହେବାର କାରଣ କହିଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୨୯ା୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ସହ ଭାରତର ସମ୍ପର୍କ ବିଗିଡ଼ିବା ନେଇ ଏକ କଥା କହିଛନ୍ତି। ସେ କହିଛନ୍ତି, ଭାରତ ସମସ୍ତ ଦେଶ ସହ ସମ୍ପର୍କ ବଢ଼ାଇ ଚାଲିଥିବା ବେଳେ ଚାଇନା ସହ ସମ୍ପର୍କ ଏକ ଭିନ୍ନ ବର୍ଗରେ ରହିଛି। କାରଣ ଚାଇନା ସୀମା ପରିଚାଳନା ଚୁକ୍ତିନାମା ଉଲ୍ଲଂଘନ କରୁଛି।

କୂଟନୈତିକ ବିଦ୍ୟାଳୟର ଯୁବକମାନଙ୍କୁ ସମ୍ବୋଧିତ କରି ଜୟଶଙ୍କର ଡୋମିନିକାନ ରିପବ୍ଲିକରେ ତାଙ୍କର ପ୍ରଥମ ସରକାରୀ ଗସ୍ତରେ ସାଣ୍ଟୋ ଡୋମିଙ୍ଗୋରେ ପହଞ୍ଚିଥିବା କହିଛନ୍ତି। ସେ ଏହି ଅଞ୍ଚଳରେ ସଂଯୋଗ, ଯୋଗାଯୋଗ ଏବଂ ସହଯୋଗରେ ଭାରତର ପ୍ରସାର ଦେଖିବାକୁ ମିଳିଛି। ତେବେ ସୀମା ଆତଙ୍କବାଦ ଯୋଗୁ ପାକିସ୍ତାନ ଏକ ବ୍ୟତିକ୍ରମ ହେବ ବୋଲି ସେ କହିଛନ୍ତି।

ଜୟଶଙ୍କର କହିଛନ୍ତି, ଆମେରିକା, ୟୁରୋପ, ରୁଷିଆ କିମ୍ବା ଜାପାନ ସହ ସମ୍ପର୍କ ବଢ଼ିବ। ମାତ୍ର ସୀମା ବିବାଦ ଯୋଗୁ ଚାଇନା ସହ ସମ୍ପର୍କ ଭଲ ନାହିଁ। ଚାଇନା ସୈନ୍ୟମାନେ ଏହାକୁ ଉଲ୍ଲଂଘନ କରି ପୂର୍ବ ଲଦାଖରେ ଏହାର ଆକ୍ରମଣାତ୍ମକ ମନୋଭାବକୁ ଭାରତ ସମାଲୋଚନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri