Posted inଖେଳ

ଟି ୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଘୋଷଣା କଲା ପାକିସ୍ତାନ, ୨ ବଡ଼ ଖେଳାଳିଙ୍କୁ ବାହାର କଲେ ବାବର ଆଜମ୍‌

ଇସଲାମାବାଦ,୨୪।୫: ଟି -୨୦ ବିଶ୍ୱକପ ପାଇଁ ପାକିସ୍ତାନ ଦଳ ଘୋଷଣା କରାଯାଇଛି। ୧୫ ସଦସ୍ୟ ବିଶିଷ୍ଟ ଦଳରେ ପାକିସ୍ତାନ ଶକ୍ତିଶାଳୀ ବ୍ୟାଟ୍ସମ୍ୟାନ ତଥା ଚମତ୍କାର ବୋଲରଙ୍କୁ ଚୟନ କରିଛି। କିନ୍ତୁ ଦୁଇ ବଡ ଖେଳାଳି ଦଳରେ ସ୍ଥାନ ପାଇ ନାହାନ୍ତି। ଏହି ଦଳରେ ବାବର ଆଜାମଙ୍କୁ ପାକିସ୍ତାନର ଟି -୨୦ ଦଳର ଅଧିନାୟକ କରାଯାଇଛି। ଦୀର୍ଘ ଦିନ ଧରି ଆଘାତ ସମସ୍ୟା ସହ ସଂଘର୍ଷ କରୁଥିବା ହରିସ ରାଉଫ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ବଡ ଖବର ହେଉଛି ଦ୍ରୁତ ବୋଲର ହାସନ ଅଲିଙ୍କୁ ଏହି ଦଳରେ ଚୟନ କରାଯାଇ ନାହିଁ। ଏହାଛଡ଼ା ସଲମାନ ଆଗା ମଧ୍ୟ ଟି -୨୦ ବିଶ୍ୱକପ ଦଳରେ ନାହାନ୍ତି।
ଟି -୨୦ ବିଶ୍ୱକପ ପାଇଁ ପାକିସ୍ତାନୀ ଦଳ:
ବାବର ଆଜମ (ଅଧିନାୟକ), ଅବ୍‌ରାର ଅହମ୍ମଦ, ଆଜମ୍‌ ଖାନ୍‌, ଫଖର ଜମାନ, ହରିସ ରାଉଫ, ଇଫ୍ଟିଖର ଅହମ୍ମଦ, ଇମାଦ ୱାସିମ, ମହମ୍ମଦ ଅବ୍ବାସ ଆଫ୍ରିଦି, ମହମ୍ମଦ ଆମିର, ମହମ୍ମଦ ରିଜୱାନ, ନାସିମ ଶାହା, ସୟମ ଆୟୁବ, ଶାଦବ ଖାନ, ଶାହିନ ଶାହ ଆଫ୍ରିଦି ଏବଂ ଉସମାନ ଖାନ।
ତେବେ ଦଳ ପକ୍ଷରୁ କୌଣସି ରିଜର୍ଭ ଖେଳାଳି ଘୋଷଣା କରାଯାଇନାହିଁ। ଏନେଇ ଶୀଘ୍ର ଘୋଷଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri