ଏସ୍‌. ସୁଶ୍ରୀ ମୟୂରଭଞ୍ଜ ଏସ୍‌ପି, ନବରଙ୍ଗପୁରର ରୋହିତ ବର୍ମା

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଏସ୍‌ପି ତଥା ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ବି. ଗଙ୍ଗାଧରଙ୍କୁ ରାଜ୍ୟ ସରକାର ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ନବରଙ୍ଗପୁର ଏସ୍‌ପି ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌. ସୁଶ୍ରୀଙ୍କୁ ମୟୂରଭଞ୍ଜ ଏସ୍‌ପି ଭାବେ ବଦଳି କରାଯାଇଛି। ୨୦୧୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ରୋହିତ ବର୍ମାଙ୍କୁ ନବରଙ୍ଗପୁର ଏସ୍‌ପି ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri