Posted inଜାତୀୟ

ଇସ୍ରୋକୁ ମିଳିଲା ନୂଆ ମୁଖ୍ୟ

ନୂଆଦିଲ୍ଲୀ,୧୨।୧: ଭାରତୀୟ ଏରୋସ୍ପେସ୍‌ ଇଞ୍ଜିନିୟର ଓ ରକେଟ ସାଇଣ୍ଟିଷ୍ଟ ଡ. ଏସ୍‌ ସୋମନାଥଙ୍କୁ ଭାରତୀୟ ମହାକାଶ ରିସର୍ଚ୍ଚ ସଂଗଠନ (ଇସ୍ରୋ)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ୩ ବର୍ଷ ପାଇଁ ସେ ଏହି ପଦବୀରେ ରହିବେ। ସେ କେ. ଶିବନଙ୍କ ସ୍ଥାନ ନେବେ। ବର୍ତ୍ତମାନ ଇସ୍ରୋର ମୁଖ୍ୟ ଥିବା କେ ଶିବନଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହେବାକୁ ଯାଉଛି।

ଏସ୍‌ ସୋମନାଥ ହେଉଛନ୍ତି ଲଞ୍ଚ ଯାନର ଡିଜାଇନ ପ୍ରସ୍ତୁତ କରିବାରେ ବିଶେଷଜ୍ଞ। ଲଞ୍ଚ ଯାନର ସିଷ୍ଟମ ଇଞ୍ଜିନିୟରିଂ, ଷ୍ଟ୍ରକଚରାଲ ଡିଜାଇନ, ଏହାର ଯାନ୍ତ୍ରିକ ଡିଜାଇନରେ ସେ ସିଦ୍ଧହସ୍ତ।

୧୯୬୩ରେ ଜନ୍ମିତ ସୋମନାଥ କେରଳ ବିଶ୍ୱବିଦ୍ୟାଳୟରେ ମେକାନିକାଲ ଇଞ୍ଜିନିୟରିଂରେ ସ୍ନାତକତା ହାସଲ କରିଥିଲେ। ଏହାପରେ ବାଙ୍ଗାଲୋରର ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି)ରୁ ଏରୋସ୍ପେସ୍‌ ଇଞ୍ଜିନିୟରିଂରେ ପିଜିରେ ହାସଲ କରିଥିଲେ ସ୍ବର୍ଣ୍ଣ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌...

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି...

ବୋହୂଙ୍କ ଖୁସି ପାଇଁ ଏହି ମନ୍ଦିରକୁ ଶାଶୂ କରିଥିଲେ ନିର୍ମାଣ…

ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ରହିଛି ଶାଶୂ-ବୋହୂ ମନ୍ଦିର। ଏହାର ଆକାର ପିରାମିଡ୍‌ ସଦୃଶ। ଏହାର ଲମ୍ବ ୩୨ ମିଟର ହୋଇଥିବାବେଳେ ଓସାର ୨୨ ମିଟର। ଶାଶୂ-ବୋହୂ ଦୁଇଟିଯାକ...

ଜୀବନ ଭୟରେ ଜଙ୍ଗଲ ଛାଡୁଛନ୍ତି ଆତଙ୍କବାଦୀ, ସର୍ଚ୍ଚ ଅପରେଶନ୍‌ ଜାରି …

ଶ୍ରୀନଗର,୩୧।୧୦: ଦୁଇ ସପ୍ତାହ ପରେ ରବିବାର ସକାଳେ ଜମ୍ମୁ-ରାଜୌରୀ ଜାତୀୟ ରାଜପଥକୁ ଯାତାୟତ ପାଇଁ ଖୋଲି ଦିଆଯାଇଛି। ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ଗତ ୨୧ ଦିନ...

ଆସିବ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୬ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣର ବୃଦ୍ଧିକୁ ଦେଖି ଦେଶର ଜଣେ ନାମୀ ସ୍ୱାସ୍ଥ୍ୟ ବିଶେଷଜ୍ଞ ସରକାରଙ୍କୁ କୋଭିଡ-୧୯ ସଂକ୍ରମଣର ତୃତୀୟ...

ୟୁପି ଜିଲା ପଞ୍ଚାୟତ ନିର୍ବାଚନ: ୭୫ରୁ ୬୭ରେ ବିଜୟୀ ହେଲା ଭାଜପା

ଲକ୍ଷ୍ନୌ,୩ ।୭: ଉତ୍ତର ପ୍ରଦେଶର ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନର ଫଳାଫଳ ଆସିଛି । ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା) ୭୫ରୁ ୬୭ଆସନରେ ବିଜୟୀ ହୋଇଛି...

ଏଭଳି କଲେ ଆଉ ହେବନି କରୋନା, କହିଲେ ଏହି ଡାକ୍ତର…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ସହଜ ଉପାୟ ଆପଣେଇବା ଲାଗି ମେଦାନ୍ତ...

ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..

ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ...

Advertisement
Archives

Model This Week