ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏହି ଅଭିନେତାଙ୍କ ପିଲାଦିନର ଫଟୋ, ଚିହ୍ନିଲେ ଦେଖି…

ମୁମ୍ବାଇ: ପ୍ରଶଂସକମାନେ ସେମାନଙ୍କର ପ୍ରିୟ ଷ୍ଟାର୍‌ଙ୍କ ଜୀବନ ବିଷୟରେ ମଧ୍ୟ ଜାଣିବାକୁ ବହୁ ଆଗ୍ରହୀ ଅଟନ୍ତି। ଷ୍ଟାରମାନେ ମଧ୍ୟ ସେମାନଙ୍କର ପିଲାଦିନର ଫଟୋ ପ୍ରଶଂସକଙ୍କ ପାଇଁ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏବେ ଜଣେ ଅଭିନେତାଙ୍କ ପିଲାଦିନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ପ୍ରଶଂସକମାନେ ପସନ୍ଦ କରିଛନ୍ତି।

ଭାଇରାଲ ହୋଇଥିବା ଫଟୋରେ ଆପଣ ସ୍ପଷ୍ଟ ଭାବରେ ଦେଖିପାରିବେ ଟି-ଶର୍ଟ ପିନ୍ଧି ଭଉଣୀଙ୍କ ପାଖରେ ଶୋଇଛନ୍ତି। ଫଟୋରେ ଦୁଷ୍ଟାମୀ ବି ବାରି ହୋଇପଡୁଛି। ଏହି ପିଲା ଜଣକ ହେଉଛନ୍ତି ବଲିଉଡ୍‌ ଅଭିନେତା ରଣବୀର ସିଂ।

ରଣବୀର ନିଜେ ଏହି ଫଟୋଟି ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ତାଙ୍କର ଏହି ପୁରୁଣା ଫଟୋ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଶେୟାର କରି ରଣବୀର କ୍ୟାପଶନ ଲେଖିଛନ୍ତି, ‘ଚିଲ୍‌ ଆଟ୍‌ ହୋମ୍‌’। ଏହି ଫଟୋ ଦେଖିବା ପରେ ପ୍ରଶଂସକମାନେ ତାଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଜଣେ ୟୁଜର ଲେଖିଛନ୍ତି, ‘ରଣବୀର ସାର୍‌ ତୁମେ କେବେ ସନ୍ତାନ ପାଇବ’। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ‘ଏତେ ଶୀଘ୍ର ପିଲା ଜନ୍ମ ଦେଇଛନ୍ତି’। ଅନ୍ୟ ଜଣେ ଲେଖିଛନ୍ତି, ‘ତୁମେ ପିଲାଦିନରୁ ବହୁତ ସୁନ୍ଦର’।

ଆଜିକାଲି ସୋସିଆଲ ମିଡିଆରେ ରବଭୀର ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ନିଜର ନଗ୍ନ ଫଟୋ ଶେୟାର କରିଥିଲେ। ଏହା ଦେଖିବା ପରେ ଲୋକମାନେ ତାଙ୍କୁ ଟ୍ରୋଲ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri