Posted inଖେଳ

ସବାଲେଙ୍କା ଅଷ୍ଟ୍ରେଲିୟ ଓପନ ଟାଇଟଲ ଜିତିଲେ…

ମେଲବୋର୍ନ,୨୮।୧ : ଅଷ୍ଟ୍ରେଲିୟ ଓପନ ୨୦୨୩ର ମହିଳା ସିଙ୍ଗଲ ଇଭେଣ୍ଟରେ ବେଲାରୁଷର ଆରିନା ସବାଲେଙ୍କା ଚାମ୍ପିଅନ ହୋଇଛନ୍ତି। ପ୍ରଥମ ସେଟରେ ହାରିବା ପରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ସେ ଖାଜକସ୍ତାନର ଏଲେନା ରାୟବାକିନାଙ୍କୁ ପରାସ୍ତ କରିଛନ୍ତି।
ଟାଇଟଲ ମ୍ୟାଚ ରେ ସେ କାଜାଖସ୍ତାନର ଏଲିନା ରାୟବାକିନାଙ୍କୁ ୪-୬,୬-୩, ୬-୪ ରେ ପରାସ୍ତ କରିଛନ୍ତି। ରାୟବାକିନା ପ୍ରଥମ ସେଟ ୬-୪ ଜିତିଥିଲେ, ଏହା ପରେ ସବାଲେଙ୍କା ଏକ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲେ। ସବାଲେଙ୍କା ଦ୍ୱିତୀୟ ସେଟ ୬-୩ ଏବଂ ତୃତୀୟ ସେଟ ୬-୪ ରେ ଜିତିଥିଲେ। ଏହା ସବାଲେଙ୍କାଙ୍କର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ।

ରବିବାର ପୁରୁଷ ସିଙ୍ଗଲ୍ସ ଫାଇନାଲ ସର୍ବିଆର ନୋଭାକ ଜୋକୋଭିକ ଏବଂ ଗ୍ରୀସର ଷ୍ଟେଫାନୋସ ସିସିପାସଙ୍କ ମଧ୍ୟରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri