ଶାବର ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

କୋରାପୁଟ,୧୮।୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଗୁରୁବାର ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ଶାନ୍ତି ଶୃଙ୍ଖଳା ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ଗୁରବାର ନିର୍ଦ୍ଧାରିତ ସମୟର ଅଧଘଣ୍ଟା ବିଳମ୍ବରେ ନୀଳାଦ୍ରି ବିଜେ ନୀତି ଆରମ୍ଭ ହୋଇଥିଲା।

ରଥ ଉପରେ ସନ୍ଧ୍ୟା ଆଳତୀ ପରେ ଗୋଟି ପହଣ୍ଡିରେ ଶ୍ରୀଜିଉଙ୍କ ନୀଳାଦ୍ରୀ ବିଜେ ଆରମ୍ଭ ହୋଇଥିବା ସମ୍ପାଦକ ଜଗବନ୍ଧୁ ସାମଲ କହିଛନ୍ତି। ରାତି ସାଢେ ୮ରେ ଠାକୁରଙ୍କ ଗୋଟି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି ହୋଇ ଶ୍ରୀମନ୍ଦିରକୁ ଯାଇଥିଲେ। ପରେ ବଡ଼ ଠାକୁର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥ ପହଣ୍ଡିରେ ଶ୍ରୀମନ୍ଦିର ପ୍ରବେଶ କରିଥିଲେ।

ଏସ୍‌ପି ଅଭିନବ ସୋନକାର କର୍ତ୍ତା ଭାବେ ଯୋଗଦେଇଥିବା ବେଳେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଉପସ୍ଥିତ ଥିଲେ। ପହଣ୍ଡି ସରିବା ପରେ ମନ୍ଦିରରେ ବଚନିକା କାର୍ଯ୍ୟକ୍ରମ ଚାଲୁ ରହିଥିବା ମନ୍ଦିର ପରିଚାଳନା କମିଟି ସମ୍ପାଦକ ଡ଼ ଜଗବନ୍ଧୁ ସାମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri