ରାତି ପାହିଲେ ସାବିତ୍ରୀ ବ୍ରତ: ବଜାରରେ ନାହିଁ ନ ଥିବା ଭିଡ଼

କେସିଙ୍ଗା,୨୯।୫(ଡି.ଏନ୍‌.ଏ.): ରାତି ପାହିଲେ ସାବିତ୍ରୀ ଅମାବାସ୍ୟା। ଏ ନେଇ ହାଟ ବଜାର ସବୁଠି ଭିଡ଼ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ସହରର ଡେଲି ମାର୍କେଟରେ ଫଳଦର ଆକାଶ ଛୁଆଁ ହୋଇଛି। ସବୁଠି ଫଳର ପସରା ମେଲିଥିବା ବେଳେ ଶାଢ଼ି, ଚୁଡି ଦୋକାନରେ ମହିଳାଙ୍କ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri