ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ ବୋଲି ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ମୋଦି ଏଭଳି କହିଛନ୍ତି। ଏହା ଦ୍ୱାରା ଦେଶର ଲକ୍ଷ୍ୟ ହାସଲ ସହଜ ହୋଇପାରିବ। ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ସମସ୍ତଙ୍କ ଉଦ୍ୟମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଏକବିଂଶ ଶତାବ୍ଦୀରେ ଭାରତର ସ୍ବପ୍ନ ଏବଂ ଆକାଂକ୍ଷାକୁ ପୂରଣ କରିବାରେ କୌଣସି ପ୍ରତିବନ୍ଧକ ଅଟକାଇ ପାରିବ ନାହିଁ। ଆମର ଶକ୍ତି ହେଉଛି ଆମର ଜୀବନ୍ତତା, ଆମର ଶକ୍ତି ହେଉଛି ଆମର ଏକତା। ଏହା ଦ୍ୱାରା ସବୁ ଲକ୍ଷ୍ୟ ସହଜରେ ହାସଲ କରିହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶର ସାମାଜିକ କ୍ଷେତ୍ରରେ ବିକାଶ ପାଇଁ ଭଲ ଏବଂ ସ୍ମାର୍ଟ ଗଭର୍ନାନ୍ସ ଆବଶ୍ୟକ। ସମସ୍ତ କାର୍ଯ୍ୟାଳୟ ମଧ୍ୟରେ ଯୋଗାଯୋଗ ରହିଲେ ବିକାଶ କାର୍ଯ୍ୟରେ ସନ୍ତୁଳନ ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?