ସରିଲା ସବ୍ୟର୍ଚ୍ଚିତାଙ୍କ ‘ହଳଦୀ’

ଭୁବନେଶ୍ୱର,୧।୩(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେବେ ଓଲିଉଡ୍‌ର ହିଟ୍‌ ଯୋଡ଼ି ସବ୍ୟ-ଅର୍ଚ୍ଚିତା। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସୋମବାର ଅଭିନେତା ସବ୍ୟସାଚୀ ମିଶ୍ର ଓ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବିବାହ ଅନୁଷ୍ଠିତ ହେବ। ଏନେଇ ଉଭୟ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏବେ ଉଭୟଙ୍କ ହଳଦୀ ଶେଷ ହୋଇଛି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ପ୍ରକାଶ ଯେ, ୨୦୦୭ରେ ଓଡ଼ିଆ ଚଳଚ୍ଚିତ୍ର ‘ପାଗଳପ୍ରେମୀ’ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ଅଭିନେତା ସବ୍ୟସାଚୀ। ଏହା ପୂର୍ବରୁ ସେ ଆଲ୍‌ବମ୍‌ ଜଗତର ଜଣେ ପରିଚିତ ଚେହେରା ଥିଲେ। କେବଳ ଚଳଚ୍ଚିତ୍ର ନୁହେଁ, ସମାଜସେବା କ୍ଷେତ୍ରରେ ମଧ୍ୟ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସେହିଭଳି ୨୦୦୫ରେ ‘ଓ ମାଇଁ ଲଭ୍‌’ରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ନଜରକୁ ଆସିଥିଲେ ଅଭିନେତ୍ରୀ ଅର୍ଚ୍ଚିତା। ଚୁଲ୍‌ବୁଲି ଅନ୍ଦାଜ ସାଙ୍କକୁ ଦମ୍‌ଦାର ଅଭିନୟକୁ ନେଇ ସେ ନିଜକୁ ଆଗଧାଡ଼ିର ନାୟିକା ଭାବେ ପ୍ରମାଣିତ କରିଛନ୍ତି। ଏପରିକି ତାଙ୍କୁ ଓଲିଉଡ୍‌ର ଷ୍ଟାଇଲିସ୍‌ ଅଭିନେତ୍ରୀ ମଧ୍ୟ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri