ସୁଶାନ୍ତ ସିଂ ରାଜପୁତଙ୍କ ଭୂମିକାରେ ସଚିନ

ମୁମ୍ବାଇ, ୨୦।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ଏଥିରେ ସୁଶାନ୍ତ ସିଂଙ୍କ ଭୂମିକାରେ ଟିକ୍‌ଟକ୍‌ ଷ୍ଟାର୍‌ ସଚିନ ତିଓ୍ବାରୀଙ୍କୁ ଦେଖିବାକୁ ମିଳିବ। ଏହି ଫିଲ୍ମର ନାମ ‘ସୁଇସାଇଡ୍‌ ୟା ମର୍ଡର’ ରଖାଯାଇଛି। ସୁଶାନ୍ତଙ୍କ ଭଳି ଦେଖାଯାଉଥିବାରୁ ସଚିନ ଟିକ୍‌ଟକ୍‌ରେ ବେଶ୍‌ ଖ୍ୟାତି ଅର୍ଜନ କରିଛନ୍ତି। ଫିଲ୍ମର ନିର୍ମାଣ ବିଜୟ ଶେଖର ଗୁପ୍ତା ପ୍ରଡକଶନ୍‌ ପକ୍ଷରୁ କରାଯିବ। ଫିଲ୍ମର ଶୁଟିଂ ସେପ୍ଟେମ୍ବରରୁ ଆରମ୍ଭ ହେବ ବୋଲି କୁହାଯାଉଛି। ପଞ୍ଜାବ ଏବଂ ମୁମ୍ବାଇରେ ଫିଲ୍ମର ଅଧିକାଂଶ ଶୁଟିଂ କରାଯିବାର ଯୋଜନା କରାଯାଇଛି। ଚଳିତ ବର୍ଷ ଖ୍ରୀଷ୍ଟମାସ ଅବସରରେ ଫିଲ୍ମର ରିଲିଜ୍‌ କରାଯିବାର ସମ୍ଭାବନା ରହିଛି। ଇତିମଧ୍ୟରେ ଫିଲ୍ମର ଫାଷ୍ଟ୍‌ଲୁକ୍‌ ମଧ୍ୟ ଜାରି ହୋଇଛି। ଏଥିରେ ସଚିନ ନିଜକୁ ଆଉଟ୍‌ସାଇଡ଼ର ଭାବେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ଏହି ଗୁଣ ମୋତେ ଆଶ୍ଚର୍ଯ୍ୟ କରିଛି: ଅନୁଷ୍କା

ଆଇସିସି ବିଶ୍ୱକପ୍‌ରେ ଭାରତ ସେମିଫାଇନାଲରୁ ବିଦାୟ ନେବା ପରେ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଏବେ ଖୁବ୍‌ ଆଲୋଚନା ଚାଲିଛି। ସାଥୀ ଖେଳାଳି ରୋହିତ ଶର୍ମାଙ୍କ...

୨ ମାସ ପର୍ଯ୍ୟନ୍ତ ମାଗଣାରେ ଜି-ସୋନୀ-ଷ୍ଟାର୍‌-କଲର୍ସ ଚ୍ୟାନେଲ ଦେଖିବେ ଲୋକେ: ଆଇବିଏଫ୍‌ କଲା ଘୋଷଣା

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି।...

ଓଜନିଆ ଗାଉନ୍‌ ପିନ୍ଧି ଟ୍ରୋଲ୍‌ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା

ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା...

କରୋନା ଟେଷ୍ଟ କରିବାକୁ ମନାକଲେ ରେଖା

କରୋନା ଦିନକୁ ଦିନ କାୟା ବିସ୍ତା କରିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାର ମଧ୍ୟ ଏହାର ଶିକାର ହେଲେଣି। ଦୁଇ ଦିନ...

‘ଅମ୍ପନ’ ପ୍ରଭାବିତଙ୍କୁ ସହାୟତା କଲେ ଶାହରୁଖ ଖାନ୍‌

ବାତ୍ୟା ‘ଅମ୍ଫନ’ରେ ପ୍ରଭାବିତଙ୍କୁ ସାହାଯ୍ୟ କରିବା ପାଇଁ ମଧ୍ୟ ଆଗେଇ ଆସିଛନ୍ତି ଅଭିନେତା ଶାହାରୁଖ ଖାନ। ଆଇପିଏଲ କ୍ରିକେଟ ଟିମ କୋଲକାତା ନାଇଟ ରାଇଡର୍ସର ଟୁଇଟର୍‌...

ରିଲିଜ ହେବ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’- ‘ଭୂତ’: ବକ୍ସ ଅଫିସରେ ଆୟୁଷ୍ମାନ-ବିକ୍କିଙ୍କ ମଧ୍ୟରେ ଟକ୍କର

ବମ୍ବେ: ଆସନ୍ତା ସପ୍ତାହରେ ରିଲିଜ ହେବ ଦୁଇଟି ବହୁ ପ୍ରତୀକ୍ଷିତ ଫିଲ୍ମ। ଗୋଟିଏ ପଟେ ଆୟୁଷ୍ମାନ ଖୁରାନ୍ନାଙ୍କ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’କୁ ଅନ୍ୟପକ୍ଷେ ବିକ୍କି...

ବଡ଼ ଭାଇ ଜୋ’ଙ୍କ ହେବ ବିବାହ, ହେଲେ ଫ୍ରାନ୍ସରେ ରୋମାନ୍ସ କରୁଛନ୍ତି ପିସି-ନିକ୍‌

ମୁମ୍ବାଇ: ବିବାହ କରିବେ ହଲିଉଡ୍‌ ଗାୟକ ନିକ୍‌ ଜୋନାସଙ୍କ ବଡ଼ ଭାଇ ଜୋ’ ଜୋନାସ। ପୂର୍ବରୁ ଜୋ ପ୍ରେମିକା ସୋଫି ଟର୍ନରଙ୍କୁ ଗୁପ୍ତ ଭାବେ ବିବାହ...

‘ବେହଦ -୨’ ଶୁଟିଂ ସେଟ୍‌ରେ ଶିବିନ୍‌ ନାରଙ୍ଗ ଆହତ

ଛୋଟପରଦାର ସିରିୟଲ ‘ବେହଦ-୨’ରେ ନଜର ଆସୁଛନ୍ତି ଜେନିଫର ଓ୍ବିଙ୍ଗେଟ୍‌ ଏବଂ ଶିବିନ୍‌ ନାରଙ୍ଗ। ଏହି ସିରିୟଲଟିକୁ ଦର୍ଶକ ବହୁ ପସନ୍ଦ ବି କରୁଛନ୍ତି। କିନ୍ତୁ ଏହି...


Coronavirus Update

Archives

Model This Week

Why Dharitri