ସଚିନ୍‌ କରୋନା ପିଜିଟିଭ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଘରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ଶୀଘ୍ର ନିଜ ନିଜର ନମୁନା ପରୀକ୍ଷା କରାଇନେବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି। ସଚିନ୍‌ଙ୍କ ପରିବାରର ଅନ୍ୟ ସଦସ୍ୟମାନଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ନେଭେଟିଭ୍‌ ଆସିଥିବା ସେ କହିଛନ୍ତି। କରୋନା ମାର୍ଗଦର୍ଶିକା ଏବଂ ଚିକିତ୍ସକଙ୍କ ପରାମର୍ଶ ଅନୁସାରେ ସେ ଘରେ କ୍ୱାରାଣ୍ଟାଇନ୍‌ରେ ରହିଥିବା ପ୍ରକାଶ କରିଛନ୍ତି। ତାଙ୍କଠାରେ କରୋନାର କେତେକ ଲକ୍ଷଣ ପ୍ରକାଶ ପାଇଛି। ତେବେ ଏବେ ସେ ସୁସ୍ଥ ଅଛନ୍ତି ବୋଲି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁର୍ନାମେଣ୍ଟ ଅଧାରୁ ପଦ ଛାଡ଼ିଲେ ଜାଡେଜା, ପୁଣି ଚେନ୍ନାଇ ମଙ୍ଗ ସମ୍ଭାଳିବେ…

ମୁମ୍ବାଇ,୩୦।୪: ଟୁର୍ନାମେଣ୍ଟ ଅଧାରୁ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ପଦ ଛାଡ଼ିଲେ ରବିନ୍ଦ୍ର ଜାଡେଜା। ଫଳରେ ପୁଣି ଥରେ ଚେନ୍ନାଇର ଦାୟିତ୍ୱ ମହେନ୍ଦ୍ର ସିଂହ ଧୋନୀ...

ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷିତ: ଭାରତ- ଅଷ୍ଟ୍ରେଲିଆ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ,୯।୯- ଥାଇଲାଣ୍ଡ ଓ ବାଂଲାଦେଶ ଦମ୍‌ଦାର ପ୍ରଦର୍ଶନ କରି ଯୋଗ୍ୟତା ହାସଲ କରିବା ପରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଆଗାମୀ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ...

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ...

ବାଂଲାଦେଶ ଦଳରେ ଆରାଫତ, ଅଲ୍‌ ଅମିନ

ଢାକା, ୧୮।୧୦(ପି.ଟି.)- ଭାରତ ଓ ବାଂଲାଦେଶ ମଧ୍ୟରେ ଆସନ୍ତା ମାସରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ଧୋନୀଙ୍କ ପଦାଙ୍କ ଅନୁସରଣ କଲେ ରୋହିତ, ସମସ୍ତେ କଲେ ପ୍ରଶଂସା

ଇନ୍ଦୋର,୫।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଟିମ ଇଣ୍ଡିଆ ୨-୧ରେ ଜିତିଛି। ଏହି ସିରିଜରେ ଭାରତୀୟ ଦଳ ପ୍ରଥମ...

ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର...

ଭାରତୀୟ ଦଳ ପାଇଁ ଖୁସି ଖବର, ପାସ୍‌ ହେଲେ ଏହି ଖେଳାଳି

ମେଲବର୍ନ,୨୫।୧୨: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ସହ ସେ ଏବେ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି)...

Advertisement
Archives

Model This Week