Posted inଜାତୀୟ

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍‌ଶୀଘ୍ର ସେ ଭାଜପାରେ ସାମିଲ ହେବେ ଏବଂ ଏନେଇ ସେ ସଚିନଙ୍କ ସହ କଥା ହୋଇସାରିଛନ୍ତି ବୋଲି ଭାଜପା ନେତ୍ରୀ ରୀତା ବହୁଗୁଣା ଯୋଶୀ କହିଥିଲେ। ତେବେ ଶୁକ୍ରବାର ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପାଇଲଟ ପୁଣି ଥରେ ଏହି ଆଲୋଚନାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଭାଜପା ନେତ୍ରୀ ରୀତା ବହୁଗୁଣା ଏନେଇ ସଚିନ ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ। କାରଣ ମୋ ସହିତ କଥାବାର୍ତ୍ତା କରିବାକୁ ତାଙ୍କର ସତ୍‌ସାହସ ନାହିଁ। ପାଇଲଟଙ୍କ ଏଭଳି ବୟାନ ପରେ ରାଜନୈତିକ ଉଷ୍ମତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri