Posted inଜାତୀୟ

ମୁଁ କେବେ ମୁଖ୍ୟମନ୍ତ୍ରୀ ପଦ ମାଗି ନଥିଲି: ପାଇଲଟ

ଜୟପୁର,୧୧।୮: ରାଜସ୍ଥାନର ରାଜନୀତିରେ ଚାଲିଥିବା କନ୍ଦଳରେ ଅବସାନ ଘଟିବାକୁ ଯାଉଛି। ସୋମବାର ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିବା ପରେ ତାଙ୍କର ଘରବାହୁଡାକୁ ନେଇ ଆଲୋଚନା ଜାରି ରହିଛି। ତେବେ ପାଇଲଟଙ୍କ ନାଁରେ ପୂର୍ବରୁ ଯେଉଁ ଅଭିଯୋଗ ଆସିଥିଲା କି ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ମାଗିଥିଲେ ଏବେ ପାଇଲଟ ଏହାକୁ ଖଣ୍ଡନ କରିଛନ୍ତି। ସେ ଏକ ସ୍ବତନ୍ତ୍ର ସାକ୍ଷାତ୍‌କାରରେ କହିଛନ୍ତି, ଦେଢ ବର୍ଷ ଆଗରୁ କଂଗ୍ରେସ ଅଶୋକ ଗେହଲଟଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇଥିଲା। ମୋତେ ଉପମୁଖ୍ୟମନ୍ତ୍ରୀ ଆସନ ଦିଆଯାଇଥିଲା। ହେଲେ ଆମେ ଯେଉଁଭଳି ଭାବରେ ଯୋଜନା ପ୍ରସ୍ତୁତ କରିଥିଲୁ ସେହି ହିସାବରେ କାମ ନ ହେବାରୁ ମୁଁ ଅସନ୍ତୁଷ୍ଟ ହୋଇଥିଲି। ହେଲେ ମୁଖ୍ୟମନ୍ତ୍ରୀ ପଦ ମୁଁ କେବେ ମାଗି ନାହିଁ ବୋଲି ପାଇଲଟ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ମୋ ଉପରେ ଯେଉଁ ଅଭିଯୋଗ ଆସୁଛି ତାହା ସମ୍ପୂର୍ଣ୍ଣ ମିଥ୍ୟା। ଏହାକୁ ନେଇ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି ଏ ସମ୍ପର୍କରେ ବିଚାର ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri