ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସଚିନ ପାଇଲଟ ।

ପାଇଲଟ କହିଛନ୍ତି, ଓଡିଶାରେ ଭାଜପା ଓ ବିଜେଡି ଏକ ହୋଇଛନ୍ତି । ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ବାର୍ଥ ଓ ବିକାଶ କାମ ବାଟବଣା ହେଉଛି ବୋଲି କହିଛନ୍ତି ସଚିନ ପାଇଲଟ । ସେହିପରି ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଦେଶର ୪ଟି ପର୍ଯ୍ୟାୟ ମତଦାନ ପରେ ଏନଡିଏ ବ୍ୟାକଫୁଟକୁ ଚାଲିଯାଇଛି । ବାଲେଶ୍ୱରର ଏମପି ଶ୍ରୀକାନ୍ତ ଜେନା ଥିବା ସମୟରେ ଅଞ୍ଚଳରେ ବିକାଶ ହୋଇଥିଲା । କିନ୍ତୁ ଗତ ୧୦ ବର୍ଷ ହେଲା ବାଲେଶ୍ୱରର ବିକାଶ କାମ ଠପ ହୋଇପଡିଛି । ତେଣୁ ଏଥର ଶ୍ରୀକାନ୍ତ ଜେନା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବାକୁ ସେ ଭୋଟରଙ୍କୁ ଅପିଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri