ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସଚିନ ପାଇଲଟ ।

ପାଇଲଟ କହିଛନ୍ତି, ଓଡିଶାରେ ଭାଜପା ଓ ବିଜେଡି ଏକ ହୋଇଛନ୍ତି । ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ବାର୍ଥ ଓ ବିକାଶ କାମ ବାଟବଣା ହେଉଛି ବୋଲି କହିଛନ୍ତି ସଚିନ ପାଇଲଟ । ସେହିପରି ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଦେଶର ୪ଟି ପର୍ଯ୍ୟାୟ ମତଦାନ ପରେ ଏନଡିଏ ବ୍ୟାକଫୁଟକୁ ଚାଲିଯାଇଛି । ବାଲେଶ୍ୱରର ଏମପି ଶ୍ରୀକାନ୍ତ ଜେନା ଥିବା ସମୟରେ ଅଞ୍ଚଳରେ ବିକାଶ ହୋଇଥିଲା । କିନ୍ତୁ ଗତ ୧୦ ବର୍ଷ ହେଲା ବାଲେଶ୍ୱରର ବିକାଶ କାମ ଠପ ହୋଇପଡିଛି । ତେଣୁ ଏଥର ଶ୍ରୀକାନ୍ତ ଜେନା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବାକୁ ସେ ଭୋଟରଙ୍କୁ ଅପିଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri