Posted inଜାତୀୟ

କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେଲେନି ପାଇଲଟ

ଜୟପୁର,୧୭।୪: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ତାଙ୍କ ପୂର୍ବତନ ଡେପୁଟି ସଚିନ ପାଇଲଟଙ୍କ ମଧ୍ୟରେ ସମସ୍ୟା ବଢିବାରେ ଲାଗିଛି। ଇତି ମଧ୍ୟରେ ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଗେହଲଟ, ଦଳର ପ୍ରଭାରୀ ସୁଖଜିନ୍ଦର ସିଂହ ରନ୍ଧାୱା ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ଗୋବିନ୍ଦ ସିଂହ ଦୋତାସ୍ର ବିଧାୟକମାନଙ୍କ ସହ ୱାନ ଟୁ ୱାନ ବୈଠକ କରିଥିଲେ। ହେଲେ ବୈଠକରେ ସଚିନ ପାଇଲଟ ସାମିଲ ହୋଇନାହାନ୍ତି। ପାଇଲଟ ଟୋଙ୍କ ଆସନରୁ ବିଧାୟକ ହୋଇଥିବା ବେଳେ ତାଙ୍କ ସହ ମଧ୍ୟ ଆଜି ବରିଷ୍ଠ ନେତାମାନେ ୱାନ ଟୁ ୱାନ ଆଲୋଚନା କରିଥାଆନ୍ତେ। ହେଲେ ସେ ବୈଠକରେ ଯୋଗ ଦେଇ ନଥିବା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri