Posted inଜାତୀୟ

ରାଜସ୍ଥାନରେ ଫେଲ୍ ମାରିଲା କଂଗ୍ରେସ, ବଡ଼ ବ୍ୟବଧାନରେ ଜିତିଲେ ସଚ୍ଚିନ ପାଇଲଟ

ନୂଆଦିଲ୍ଲୀ,୩।୧୨: ରାଜସ୍ଥାନରେ ଦୟନୀୟ ପ୍ରଦର୍ଶନ କରି କ୍ଷମତାଚ୍ୟୁତ ହୋଇଛି କଂଗ୍ରେସ। ତେବେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ଟଙ୍କ ବିଧାନସଭା ଆସନରୁ ତାଙ୍କର ନିକଟସ୍ଥ ପ୍ରତିଦ୍ୱନ୍ଦ୍ୱିଙ୍କୁ ୨୯ ହାଜର ୨୩୭ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନରେ ଭାଜପା ପ୍ରାର୍ଥୀ ଅଜିତ ସିଂହ ମେହଟ୍ଟାଙ୍କ ସହିତ ସଚ୍ଚିନ ପାଇଲଟଙ୍କର କଡା ଟକ୍କର ଦେଖିବାକୁ ମିଳିଥିଲା। ଟଙ୍କ ହେଉଛି ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ବିଧାନସଭା କ୍ଷେତ୍ର। ଯାହା ସମସ୍ତଙ୍କ ନଜରର ମତଦାନ ସମୟରୁ ରହିଥିଲା।

ରାଜସ୍ଥାନରେ ବିଜେପି ସରକାର ଗଠନ ପାଇଁ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି “ରାଜସ୍ଥାନର ଲୋକମାନେ ଦେଇଥିବା ଜନାଦେଶକୁ ଆମେ ନମ୍ରତାର ସହ ଗ୍ରହଣ କରୁଛୁ। ଏହା ସମସ୍ତଙ୍କ ପାଇଁ ଏକ ଅପ୍ରତ୍ୟାଶିତ ଫଳାଫଳ। ଏହି ପରାଜୟ ଦର୍ଶାଏ ଯେ ଆମର ଯୋଜନା, ନିୟମ ଏବଂ ନବସୃଜନକୁ ଜନସାଧାରଣଙ୍କ ନିକଟକୁ ନେବାରେ ଆମେ ସମ୍ପୂର୍ଣ୍ଣ ସଫଳ ହୋଇ ନାହୁଁ। ତେବେ ମୁଁ ନୂତନ ସରକାରଙ୍କୁ ଶୁଭେଚ୍ଛା ଜଣାଉଛି।”


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri