Posted inଖେଳ

ତେନ୍ଦୁଲକରଙ୍କ କ୍ରିକେଟ ଜୀବନର ଖାସ୍‌ ଦିନ

ନୂଆଦିଲ୍ଲୀ,୨୯।୬: ଲିଟ୍‌ଲ ମାଷ୍ଟର ଭାବେ ପରିଚିତ ଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ବେଶ୍‌ ଗୁରୁତ୍ୱ ବହନ କରେ। ଠିକ୍‌ ୧୪ ବର୍ଷ ତଳେ ସେ କ୍ରିକେଟ ଇତିହାସର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ପୂରଣ କରିଥିଲେ ୧୫ ହଜାର ରନ୍‌। ଦକ୍ଷିଣ ଆଫ୍ରିକା ବିପକ୍ଷରେ ବେଲଫାଷ୍ଟ ଠାରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ସଚିନ ଏହି ମାଇଲଷ୍ଟୋନ ହାସଲ କରିଥିଲେ।

୨୨୭ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳ ପାଇଁ ୯୩ ରନ୍‌ର ଦର୍ଶନୀୟ ଇନିଂସ ଖେଳିଥିଲେ ସଚିନ। ତାଙ୍କ ଇନିଂସରେ ସାମିଲ ଥିଲା ୧୩ ଚୌକା ଓ ୨ ଛକା। ତାଙ୍କ ଇନିଂସ ଯୋଗୁ ଭାରତ ଏହି ମ୍ୟାଚ୍‌କୁ ୬ ଉଇକେଟରେ ଜିତି ନେଇଥିଲା।

୧୯୮୯ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଚେନ୍ଦୁଲକରଙ୍କ ନାମରେ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ସର୍ବାଧିକ ଶତକ ଏବଂ ସବୁଠୁ ଅଧିକ ରନ୍‌ କରିବାର ରେକର୍ଡ ରହିଛି। ସେ ଦେଶ ପାଇଁ ୬ଟି ବିଶ୍ୱକପ୍‌ ଖେଳିଥିଲେ। ୨୦୧୧ରେ ତାଙ୍କ ବିଶ୍ୱକପ୍‌ ହାତେଇବାର ସ୍ବପ୍ନ ପୂରା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri