Posted inଖେଳ

କ୍ରିକେଟ ଇତିହାସର ଅଭୂଲା ଦିନ

ନୂଆଦିଲ୍ଲୀ,୨୪।୨: ଠିକ୍‌ ୧୨ ବର୍ଷ ତଳେ ଅର୍ଥାତ ୨୦୧୦ ଫେବୃୟାରୀ ୨୪ ତାରିଖରେ ସଚିନ ତେନ୍ଦୁଲକର ପୃଥିବୀର ପ୍ରଥମ ପୁରୁଷ ଭାବେ ଦିନିକିଆରେ ଦ୍ୱିଶତକ ହାସଲ କରିଥିଲେ। ଗ୍ବାଲିୟରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଥିଲେ ମାଷ୍ଟର ବ୍ଲାଷ୍ଟର। କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ୧୪୭ ବଲରେ ୨୦୦ ରନ୍‌ କରି ନଟ୍‌ ଆଉଟ୍‌ ରହିଥିଲେ। ତାଙ୍କ ଇନିଂସରେ ସାମିଲ ଥିଲା ୨୫ ଚୌକା ଓ ୩ ଛକା।

ତେନ୍ଦୁଲକରଙ୍କ ଦ୍ୱିଶତକ ଯୋଗୁ ଭାରତ ୫୦ ଓଭରରେ ୪୦୧/୩ରେ ପହଞ୍ଚି ପାରିଥିଲା। ଏହି ମ୍ୟାଚ୍‌କୁ ୧୫୩ ରନ୍‌ରେ ଜିତି ନେଇଥିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ।

୨୦୧୩ରେ କ୍ରିକେଟକୁ ଅଲବିଦା କରିଥିବା ସଚିନ ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟ ଟେଷ୍ଟ ଓ ଦିନିକିଆରେ ସର୍ବାଧିକ ରନ୍‌ ସ୍କୋରର ହୋଇ ରହିଛନ୍ତି। ତାଙ୍କ ନାମରେ ରହିଛି ସର୍ବାଧିକ ଅନ୍ତର୍ଜାତୀୟ ଶତକ ରେକର୍ଡ। ୨୦୧୯ରେ ତାଙ୍କୁ ୬ଷ୍ଠ ଭାରତୀୟ ଭାବେ ଆଇସିସି ହଲ ଅଫ୍‌ ଫେମ୍‌ରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri