Posted inଖେଳ

ଗାଙ୍ଗୁଲିଙ୍କ ସ୍ତ୍ରୀଙ୍କୁ ଫୋନ୍‌ କଲେ ସଚିନ ତେନ୍ଦୁଲକର

ଭାରତୀୟ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୃଦଘାତରେ ଆକ୍ରାନ୍ତ ହୋଇ କୋଲକତାର ବୁଡଲ୍ୟାଣ୍ଡ୍ସ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗାଙ୍ଗୁଲିଙ୍କ ସଫଳ ଆଞ୍ଜିଓପ୍ଲାଷ୍ଟି ହୋଇଛି। ଗାଙ୍ଗୁଲି ପୂର୍ବ ଅପେକ୍ଷା ଭଲ ଏବଂ ତାଙ୍କ ଅବସ୍ଥା ସ୍ଥିର ରହିଛି। ଖବର ଅନୁଯାୟୀ, ପୂର୍ବତନ ମହାନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ସୌରାଭ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କୁ ଫୋନ କରି ଦାଦାଙ୍କ ଅବସ୍ଥା ପଚାରିଥିଲେ।ଏକଦିବସୀୟ କ୍ରିକେଟରେ ସଚିନ ତେନ୍ଦୁଲକର ଏବଂ ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ସର୍ବାଧିକ ଭାଗିଦାରୀ ରେକର୍ଡ ରହିଛି। ସଚିନ ଏବଂ ଗାଙ୍ଗୁଲିଙ୍କ ଯୋଡି ଅନ୍ତର୍ଜାତୀୟ କ୍ରିକେଟରେ ୧୭୬ ଇନିଂସରେ ୮,୨୨୭ରନ ଯୋଡିଛନ୍ତି, ଯେଉଁଥିରେ ୨୬ ଥର ଶତକୀୟ ଭାଗିଦାରୀ ମଧ୍ୟ ରହିଛି। ସଚିନ ତେନ୍ଦୁଲକରଙ୍କ ବ୍ୟତୀତ ଲତା ମଙ୍ଗେଶକର ମଧ୍ୟ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟ ବିଷୟରେ ଜାଣିବା ପାଇଁ ଡୋନା ଗାଙ୍ଗୁଲିଙ୍କୁ ଫୋନ କରିଥିଲେ। ଏହାପୂର୍ବରୁ ସଚିନ ତେନ୍ଦୁଲକର ଟୁଇଟ୍‌ କରି ଗାଙ୍ଗୁଲିଙ୍କ ଶୀଘ୍ର ସୁସ୍ଥତା କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ଓଭରରେ ୫ ଛକା ମାରିଥିବା କ୍ରିକେଟର୍‌ କଲେ ବିବାହ

ଭାରତୀୟ ଏବଂ ରାଜସ୍ଥାନ ରୟାଲ୍ସର ଅଲରାଉଣ୍ଡର ରାହୁଲ ତେୱତିଆ ରିଦ୍ଧି ପନ୍ନୁଙ୍କୁ ବିବାହ କରିଛନ୍ତି। ବିବାହ ଉତ୍ସବରେ ୟୁଜବେନ୍ଦ୍ର ଚହଲ, ରିଷଭ ପନ୍ତ ଏବଂ ନୀତୀଶ...

ଏକମାତ୍ର ଟେଷ୍ଟ: ଦୃଢ଼ ସ୍ଥିତିରେ ଆଫଗାନିସ୍ତାନ

ଚିଟ୍ଟାଗଙ୍ଗ,୮।୯- ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଚାଲିଥିବା ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଆଫଗାନିସ୍ତାନ ଉଭୟ ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର...

ବଢୁଛି ଧୋନୀଙ୍କ ଫାର୍ମହାଉସ ପରିବା ଚାହିଦା: ଏବେ ଷ୍ଟ୍ରବେରୀ ବିକି ରୋଜଗାର କଲେ…

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବର୍ତ୍ତମାନ କୃଷକ ପାଲଟିଛନ୍ତି। ସେ ତାଙ୍କ ଫାର୍ମହାଉସରୁ ବିଭିନ୍ନ...

ସାମ୍ନାକୁ ଆସିଲା ଧୋନୀଙ୍କ ନୂଆ ଲୁକ୍‌

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟରୁ ସନ୍ୟାସ ନେବା ପରେ ଅଧିକାଂଶ ସମୟ ନିଜର ହୋମ୍‌ ଟାଉନ୍‌ ରାଞ୍ଚିରେ ବିତାଉଛନ୍ତି। ବିଗତ...

ଉର୍ବଶୀଙ୍କୁ ଏହି କାରଣ ଲାଗି ବ୍ଲକ୍‌ କରିଥିଲେ ରିଷଭ ପନ୍ତ

ନୂଆଦିଲ୍ଲୀ, ୪।୭- କ୍ରିକେଟ୍‌ ଓ ବଲିଉଡ୍‌ ମଧ୍ୟରେ ସମ୍ପର୍କ ଅତି ପୁରୁଣା। ପୂର୍ବରୁ ବହୁ ଭାରତୀୟ କ୍ରିକେଟର୍‌ ବଲିଉଡ୍‌ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିବା ଦେଖାଯାଇଛି। ନିକଟ...

ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲଙ୍କ ପରଲୋକ

ଫ୍ଲୋରିଡା, ୧୮।୧୨- ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲ ବାଉଚରଙ୍କ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ...

ଶୋଏବ ନୁହନ୍ତି, ଏହି କ୍ରିକେଟର କ୍ରିକେଟ ଇତିହାସର ସବୁଠାରୁ ଦ୍ରୁତ ବୋଲର; ବୋଲିଂ ଯୋଗୁ ଭାଙ୍ଗୁଥିଲା ଆଙ୍ଗୁଠି

ନୂଆଦିଲ୍ଲୀ,୯।୧: ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ଶୋଏବ ଅଖତରଙ୍କୁ ବିଶ୍ୱର ସବୁଠାରୁ ଦ୍ରୁତ ବୋଲର ଭାବେ ଗଣାଯାଏ। ୨୦୦୩ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ମ୍ୟାଚ୍‌ରେ ସେ...

ଅଧିନାୟକ ଭାବେ ଫେରିଲେ ପୋଲାର୍ଡ

ସେଣ୍ଟ. ଜୋନ୍ସ(ଆଣ୍ଟିଗୁଆ),୧।୧: ଅଧିନାୟକ ଭାବେ ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ କରିନ ପୋଲାର୍ଡ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇଂଲଣ୍ଡ ଓ ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜରେ ସେ...

Advertisement
Archives

Model This Week