Posted inଖେଳ

ଖ୍ରୀଷ୍ଟମାସ ଅବସରରେ ସାଣ୍ଟା କ୍ଲଜ ପୋଷାକରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୫ା୧୨- କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଶୁକ୍ରବାର ସାଣ୍ଟା କ୍ଲଜ ପୋଷାକ ପରିଧାନ କରି ଖ୍ରୀଷ୍ଟମାସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରରେ ଭିଡିଓ ଶେୟାର କରିବା ସହ ସଚିନ ଲେଖିଛନ୍ତି, ପ୍ରତ୍ୟେକଙ୍କୁ ବଡ଼ଦିନର ଶୁଭେଚ୍ଛା। ଏହା ସର୍ବଦା ଏକତା ଓ ଦାନର ବାର୍ତ୍ତା ଦିଏ। ଚାଲନ୍ତୁ ଆଖପାଖରେ ଥିବା ଲୋକଙ୍କ ଜୀବନରେ ଆଲୋକ ଭରି ଦେବା। ଭିଡିଓରେ ୪୭ ବର୍ଷୀୟ ସଚିନଙ୍କୁ ସାଣ୍ଟା କ୍ଲଜ ଡ୍ରେସରେ ଦେଖିବାକୁ ମିଳୁଛି। ସେହିଭଳି ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ କିମ୍ବଦନ୍ତୀ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଖ୍ରୀଷ୍ଟମାସ ଅବସରରେ ମଧ୍ୟ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଭିଡ-୧୯ ସଂକ୍ରମଣ: ପାକ୍‌ ସ୍କ୍ବାଶ୍‌ ଲିଜେଣ୍ଡ ଆଜମ ଖାନ୍‌ ମୃତ

କରାଚୀ, ୩୦।୩(ପି.ଟି.):ପାକିସ୍ତାନର କିମ୍ବଦନ୍ତୀ ସ୍କ୍ବାଶ୍‌ ଖେଳାଳି ଆଜମ ଖାନ୍‌ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଲଣ୍ଡନ୍‌ରେ ତାଙ୍କର ଦେହାନ୍ତ ହୋଇଛି। ଏ ନେଇ ତାଙ୍କ...

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌...

ଅଭ୍ୟାସ ମ୍ୟାଚ୍‌: ରାହୁଲଙ୍କ ଶତକ

ଚେଷ୍ଟର-ଲି- ଷ୍ଟ୍ରିଟ୍‌, ୨୧।୭: ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଭାରତ ଓ କାଉଣ୍ଟି ସିଲେକ୍ଟ ଏକାଦଶ ମଧ୍ୟରେ ମଙ୍ଗଳବାରଠାରୁ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଛି।...

ଓଡ଼ିଶା ଏଫ୍‌ସିର ଗ୍ରାସ୍‌ରୁଟ୍‌ ପ୍ରୋଗ୍ରାମ ଆରମ୍ଭ

ଭୁବନେଶ୍ୱର, ୧୯।୧୧(ସ୍ପୋଟର୍‌ସ ବ୍ୟୁରୋ)- ତୃଣମୂଳ ସ୍ତରରୁ ଓଡ଼ିଶାରେ ଫୁଟ୍‌ବଲ ଖେଳର ବିକାଶ ଏବଂ ଛାତ୍ରୀଛାତ୍ରମାନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି ପକ୍ଷରୁ...

ଇଣ୍ଡିଆନ ସୁପର ଲିଗ୍:‌ ଓଡ଼ିଶା ଏଫ୍‌ସି- ଏଟିକେ ମୋହନବାଗାନ ମୁକାବିଲା

ଭୁବନେଶ୍ୱର,୩।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସପ୍ତମ ସଂସ୍କରଣରେ ଗୁରୁବାର ଓଡ଼ିଶା ଏଫ୍‌ସି ଓ ଏଟିକେ ମୋହନବାଗାନ ପରସ୍ପରକୁ ଭେଟିବେ। ଏହାପୂର୍ବରୁ ଗତ ରବିବାର...

ଉତ୍‌ଥାନ ପଥରେ ଭାରତୀୟ ହକି

ଉତ୍ତମ ସାଙ୍ଗଠନିକ ଦକ୍ଷତାର ବିନିଯୋଗ, ନିରପେକ୍ଷ ଖେଳାଳି ଚୟନ, ବିଶ୍ୱ ହକିର ପ୍ରତିଷ୍ଠିତ ପ୍ରଶିକ୍ଷକ ନିଯୁକ୍ତି ଏବଂ ଏକାଧିକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଏବଂ ପ୍ରୋ ଲିଗ୍‌...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ ଦୀନେଶ

ଭୁବନେଶ୍ୱର, ୧୩ା୧ (କ୍ରୀଡ଼ା ପ୍ରତିନିଧି)-  ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ୨୦୨୦ରେ ଚମତ୍କାର ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଛନ୍ତି ଓଡ଼ିଶାର ଦୀନେଶ...

ନୂତନତ୍ୱର ପ୍ରବର୍ତ୍ତନ, ଟେକ୍ନୋଲୋଜି ଦ୍ୱାରା କ୍ରୀଡ଼ା ପରିବେଶ ସୃଷ୍ଟି କରାଯାଇ ପାରିବ: କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର, ୧୫ା୭ (ସ୍ପୋଟର୍‌ସ ବ୍ୟୁରୋ)-କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର କ୍ରୀଡ଼ାମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ ଦୁଇଦିନିଆ...

Advertisement


Archives

Model This Week