Posted inଖେଳ

ବର୍ଷାରେ ଭିଜିଲେ ଏହି କ୍ରିକେଟ କିମ୍ବଦନ୍ତୀ, ଜାଣନ୍ତୁ କାହିଁକି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜିକାଲି ମୁମ୍ବାଇରେ ମୌସୁମୀ ବର୍ଷା ଉପଭୋଗ କରୁଛନ୍ତି। ସଚିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ବର୍ଷାରେ ଭିଜୁଥିବା ଦେଖାଯାଇଛି। ସଚିନ ତେନ୍ଦୁଲକର ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯାହାକୁ ଲକ୍ଷ ଲକ୍ଷ ଲୋକ ପସନ୍ଦ କରିଛନ୍ତି। ବର୍ଷାରେ ଗାଧୋଇବାର ଭିଡିଓ ତାଙ୍କ ଝିଅ ସାରା ସାରା ତେନ୍ଦୁଲକର ଦ୍ୱାରା ପ୍ରସ୍ତୁତ କରାଯାଇଛି। ସଚିନ ତେନ୍ଦୁଲକର ତଳ ମହଲାରେ ବର୍ଷାରେ ଭିଜୁ ଥିବାବେଳେ ସାରା ଉପର ମହଲାରୁ ଭିଡିଓ ପ୍ରସ୍ତୁତ କରୁଥିଲେ। ଭିଡିଓ ଶେୟାର କରି ସଚିନ ଲେଖିଛନ୍ତି, ମୋର ପ୍ରିୟ କ୍ୟାମେରାଓମ୍ୟାନ ସାରା ତେନ୍ଦୁଲକର ମୋତେ କ୍ୟାମେରାରେ କଏଦ୍‌ କରିଥିଲେ। ବର୍ଷାର ବୁନ୍ଦା ମୋ ପିଲାଦିନର ସ୍ମୃତିକୁ ଫେରାଇ ଆଣେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ ଝଟ୍‌କା

ୟୁଏଇ,୧୨।୧୦: ଆଇପିଏଲ୍‌ ୨୦୨୦ରେ ଭଲ ପ୍ରଦର୍ଶନ କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସକୁ ଏକ ବଡ ଝଟ୍‌କା ଲାଗିଛି। ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଏକ...

ଖେଳାଳିଙ୍କ ପାଇଁ ପାଣି ନେଇ ପଡିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ସିଡନୀ,୨୫।୧୦:ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ ଖେଳ ଭାବନାର ଏକ ଅନନ୍ୟ ଉଦାହରଣ ସଷ୍ଟି କରିଛନ୍ତି। ଖେଳାଳିଙ୍କ ପାଇଁ ପଡିଆକୁ ପାଣି ନେଇ ଯାଇଥିଲେ ପ୍ରଧାନମନ୍ତ୍ରୀ। ଯାହାର...

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି...

ଅଷ୍ଟ୍ରେଲିଆର ଦ୍ୱିତୀୟ ବିଜୟ

ନଟିଂହାମ୍‌, ୭ା୬ (ପି.ଟି.)-ଷ୍ଟିଭ୍‌ ସ୍ମିଥ୍‌ ଓ ନାଥାନ କୁଲ୍‌ଟର ନାଇଲଙ୍କ ପ୍ରଭାବୀ ବ୍ୟାଟିଂ ଯୋଗୁ ସ୍ଥାନୀୟ ଟ୍ରେଣ୍ଟବ୍ରିଜ୍‌ଠାରେ ଗୁରୁବାର ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ମ୍ୟାଚରେ ଗତଥରର...

ଏହି ଦେଶର ମୁଖ୍ୟ କୋଚ୍‌ ହେବେ ଜଣ୍ଟି ରୋଡ୍ସ

ଜୋହାନ୍ସବର୍ଗ, ୧୦।୯: ବିଶ୍ୱ କ୍ରିକେଟ୍‌ରେ ଫିଲ୍ଡିଂ ପାଇଁ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଦକ୍ଷିଣ ଆଫ୍ରିକାର ପୂର୍ବତନ ଖେଳାଳି ଜଣ୍ଟି ରୋଡ୍ସ ସ୍ବିଡେନ ଜାତୀୟ...

କେନ୍‌ ଓ୍ବିଲିୟମସନଙ୍କୁ ଗ୍ରୀନ୍‌ ସିଗ୍‌ନାଲ

ଓ୍ବେଲିଂଟନ,୧।୧୧(ଏଏଫ୍‌ପି)- ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ବୋଲିଂ ଷ୍ଟାଇଲକୁ ଶୁକ୍ରବାର ଗ୍ରୀନ୍‌ ସିଗ୍‌ନାଲ ମିଳିଛି। ତାଙ୍କ ବୋଲିଂ ଶୈଳୀ ନେଇ ଗତ ଅଗଷ୍ଟରେ...

ପୁଣି ଖେଳାଳିଙ୍କ ମୁଣ୍ଡରେ ବାଜିଲା ବଲ୍‌

ସିଡ୍‌ନୀ,୧୧।୧୨- ଚଳିତ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା କ୍ରିକେଟ ସିରିଜ୍‌ରେ ଖେଳାଳିଙ୍କ ମୁଣ୍ଡରେ ବଲ ବାଜିବା ଘଟଣା ପୁଣି ଥରେ ସାମ୍ନାକୁ ଆସିଛି। ସିଡ୍‌ନୀ...

ନୀରଜଙ୍କ ଆଗରେ ସମସ୍ୟା ଛୋଟ ନ ଥିଲା

ନୂଆଦିଲ୍ଲୀ, ୮।୮: ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ତେବେ ଏହି ସଫଳତା ପାଇଁ ତାଙ୍କୁ...

Advertisement
Archives

Model This Week