Posted inଖେଳ

ବର୍ଷାରେ ଭିଜିଲେ ଏହି କ୍ରିକେଟ କିମ୍ବଦନ୍ତୀ, ଜାଣନ୍ତୁ କାହିଁକି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜିକାଲି ମୁମ୍ବାଇରେ ମୌସୁମୀ ବର୍ଷା ଉପଭୋଗ କରୁଛନ୍ତି। ସଚିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ବର୍ଷାରେ ଭିଜୁଥିବା ଦେଖାଯାଇଛି। ସଚିନ ତେନ୍ଦୁଲକର ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯାହାକୁ ଲକ୍ଷ ଲକ୍ଷ ଲୋକ ପସନ୍ଦ କରିଛନ୍ତି। ବର୍ଷାରେ ଗାଧୋଇବାର ଭିଡିଓ ତାଙ୍କ ଝିଅ ସାରା ସାରା ତେନ୍ଦୁଲକର ଦ୍ୱାରା ପ୍ରସ୍ତୁତ କରାଯାଇଛି। ସଚିନ ତେନ୍ଦୁଲକର ତଳ ମହଲାରେ ବର୍ଷାରେ ଭିଜୁ ଥିବାବେଳେ ସାରା ଉପର ମହଲାରୁ ଭିଡିଓ ପ୍ରସ୍ତୁତ କରୁଥିଲେ। ଭିଡିଓ ଶେୟାର କରି ସଚିନ ଲେଖିଛନ୍ତି, ମୋର ପ୍ରିୟ କ୍ୟାମେରାଓମ୍ୟାନ ସାରା ତେନ୍ଦୁଲକର ମୋତେ କ୍ୟାମେରାରେ କଏଦ୍‌ କରିଥିଲେ। ବର୍ଷାର ବୁନ୍ଦା ମୋ ପିଲାଦିନର ସ୍ମୃତିକୁ ଫେରାଇ ଆଣେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନକୁ ହରାଇ ଶୀର୍ଷରେ ଇଂଲଣ୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ମଙ୍ଗଳବାର ଖେଳାଯାଇଥିବା ବିଶ୍ୱକପ୍‌ର ୨୪ତମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି।...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ସିକେ ନାଇଡୁ ଟ୍ରଫି: ଦୃଢ଼ ସ୍ଥିତିରେ ଓଡ଼ିିଶା ଅମ୍ରିତ, ସୌରଭଙ୍କ ଶତକ

ସମ୍ବଲପୁର, ୭।୧ (ବ୍ୟୁରୋ): ଅମ୍ରିତ ଖଟୁଆ ଓ ସୌରଭ କୁମାର ଗୌଡ଼ଙ୍କ ଆକର୍ଷଣୀୟ ଶତକ ଯୋଗୁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ସିକିମ...

ସମ୍ପର୍କୀୟ ଭଉଣୀଙ୍କୁ ପ୍ରେମ କରି ବସିଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ୍‌ରେ...

ପୁଣି ବ୍ରୋଞ୍ଜ ଜିତି ଇତିହାସ ରଚିଲେ ଅବନୀ

ଟୋକିଓ,୩।୯: ମହିଳା ୫୦ ମିଟର ରାଇଫଲ ପି-୩, ଏସ୍‌ଏଚ୍‌-୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଅବନୀ ଲେଖରା ଇତିହାସ ସୃଷ୍ଟି କରଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ଏହା...

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ...

ଅଲମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଶିବ ଥାପ୍ପା, ପୂଜାଙ୍କୁ ସ୍ବର୍ଣ୍ଣ

ଟୋକିଓ, ୩୧।୧୦ (ପି.ଟି.)- ଦୁଇ ଭାରତୀୟ ବକ୍ସର ଶିବ ଥାପ୍ପା ଓ ପୂଜାରାଣୀ ଏଠାରେ ଚାଲିଥିବା ଅଲିମ୍ପିକ ଟେଷ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅନ୍ୟତମ...

ଭାରତ ବିପକ୍ଷ ଟି୨୦ ସିରିଜ ଲାଗି ମାଥ୍ୟୁସ ଫେରିଲେ

କଲମ୍ବୋ, ୧।୧ (ପି.ଟି.): ଭାରତ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ବୁଧବାର ଶ୍ରୀଲଙ୍କା ଦଳ ଘୋଷିତ ହୋଇଛି। ଲସିଥ୍‌ ମାଲିଙ୍ଗାଙ୍କ ନେତୃତ୍ୱରେ ଘୋଷିତ ୧୬...

Advertisement
Archives

Model This Week