Posted inଖେଳ

ଅମିତାଭ ବଚ୍ଚନଙ୍କ ପରେ ତେନ୍ଦୁଲକରଙ୍କୁ ମିଳିଲା ଗୋଲଡେନ ଟିକେଟ୍‌, ବିଶ୍ୱକପ୍‌ ପାଇଁ ନିମନ୍ତ୍ରଣ କଲେ ଜୟ ଶାହା

ନୂଆଦିଲ୍ଲୀ,୮।୯: ଦିନିକିଆ ବିଶ୍ୱକପ ଅକ୍ଟୋବର ୫ରୁ ନଭେମ୍ବର ୧୯ପର୍ଯ୍ୟନ୍ତ ଭାରତରେ ଅନୁଷ୍ଠିତ ହେବ। ଏହି ବିଶ୍ୱକପକୁ ସ୍ବତନ୍ତ୍ର କରିବା ପାଇଁ ବିସିସିଆଇ ଏକ ଅଭିଯାନ ଆରମ୍ଭ କରିଛି। ବିଶ୍ୱକପ ଦେଖିବା ପାଇଁ ଦେଶର ବିଶିଷ୍ଟ ବ୍ୟକ୍ତିତ୍ୱମାନଙ୍କୁ ଆମନ୍ତ୍ରଣ କରିବା ଆରମ୍ଭ କରିଛି ବିସିସିଆଇ। ଏହି ଅଭିଯାନର ନାମ ହେଉଛି ‘ଗୋଲଡେନ ଟିକେଟ୍‌ ଫର୍‌ ଇଣ୍ଡିଆ ଆଇକନ୍ସ’। ଏହା ଅଧୀନରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଭେଟେରାନମାନଙ୍କୁ ବିଶ୍ୱକପ ମ୍ୟାଚ ଦେଖିବା ପାଇଁ ଗୋଲଡେନ ଟିକେଟ୍‌ ଦିଆଯାଉଛି। ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ପରେ କ୍ରିକେଟର ଗଡ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାମ ମଧ୍ୟ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri