Posted inଖେଳ

ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଡରାଇ ଦେଲେ ସଚିନ

ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବେ ରାୟପୁରରେ ସଡ଼କ ସୁରକ୍ଷା ବିଶ୍ୱ ସିରିଜ ଖେଳୁଛନ୍ତି। ସଚିନ ତେନ୍ଦୁଲକରଙ୍କ ସମେତ ସମସ୍ତ ଖେଳାଳି ପ୍ରତ୍ୟେକ ମ୍ୟାଚ ପୂର୍ବରୁ କରୋନା ଟେଷ୍ଟ କରୁଛନ୍ତି। ଏହି ପରୀକ୍ଷଣ ସମୟରେ ସଚିନ ତେନ୍ଦୁଲକର ଏପରି କିଛି କରିଥିଲେ ଯାହା ପୁରା ମେଡିକାଲ କର୍ମଚାରୀ ଭୟଭୀତ ହୋଇଥିଲେ। ଇଂଲଣ୍ଡ ଲିଜେଣ୍ଡ୍‌ସ ବିପକ୍ଷ ମ୍ୟାଚ ପୂର୍ବରୁ ସଚିନ ତେନ୍ଦୁଲକରଙ୍କ କରୋନା ଟେଷ୍ଟ ହୋଇଥିଲା ଏବଂ ସେ ହଠାତ୍‌ ଚିତ୍କାର କରିଥିଲେ। ସଚିନ ତେନ୍ଦୁଲକର ପାଟି କରିବା ମାତ୍ରେ ତାଙ୍କ କରୋନା ଟେଷ୍ଟ କରୁଥିବା ମେଡିକାଲ କର୍ମଚାରୀମାନେ ଡରି ଯାଇଥିଲେ। ପ୍ରକୃତରେ ସଚିନ ତାଙ୍କ ସହ ଥଟ୍ଟା କରିଥିଲେ। ସଚିନଙ୍କ ଥଟ୍ଟାର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ପୋଷ୍ଟ କରିବାବେଳେ ସଚିନ ତେନ୍ଦୁଲକର ଏକ ମଜାଦାର କ୍ୟାପସନ ଲେଖିଥିଲେ, ମୁଁ ୨୦୦ ଟେଷ୍ଟ ଖେଳିଥିଲି ଏବଂ ଏହା ହେଉଛି ୨୭୭ତମ କୋଭିଡ ଟେଷ୍ଟ! ପରିସ୍ଥିତିକୁ ହାଲୁକା କରିବା ପାଇଁ ଟିକିଏ ଥଟ୍ଟା। ଆମ ସ୍ବାସ୍ଥ୍ୟ କର୍ମୀଙ୍କୁ ନମସ୍କାର ବୋଲି ସେ କହିଛନ୍ତି।

 

View this post on Instagram

 

A post shared by Sachin Tendulkar (@sachintendulkar)

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri