Posted inଖେଳ

ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଡରାଇ ଦେଲେ ସଚିନ

ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବେ ରାୟପୁରରେ ସଡ଼କ ସୁରକ୍ଷା ବିଶ୍ୱ ସିରିଜ ଖେଳୁଛନ୍ତି। ସଚିନ ତେନ୍ଦୁଲକରଙ୍କ ସମେତ ସମସ୍ତ ଖେଳାଳି ପ୍ରତ୍ୟେକ ମ୍ୟାଚ ପୂର୍ବରୁ କରୋନା ଟେଷ୍ଟ କରୁଛନ୍ତି। ଏହି ପରୀକ୍ଷଣ ସମୟରେ ସଚିନ ତେନ୍ଦୁଲକର ଏପରି କିଛି କରିଥିଲେ ଯାହା ପୁରା ମେଡିକାଲ କର୍ମଚାରୀ ଭୟଭୀତ ହୋଇଥିଲେ। ଇଂଲଣ୍ଡ ଲିଜେଣ୍ଡ୍‌ସ ବିପକ୍ଷ ମ୍ୟାଚ ପୂର୍ବରୁ ସଚିନ ତେନ୍ଦୁଲକରଙ୍କ କରୋନା ଟେଷ୍ଟ ହୋଇଥିଲା ଏବଂ ସେ ହଠାତ୍‌ ଚିତ୍କାର କରିଥିଲେ। ସଚିନ ତେନ୍ଦୁଲକର ପାଟି କରିବା ମାତ୍ରେ ତାଙ୍କ କରୋନା ଟେଷ୍ଟ କରୁଥିବା ମେଡିକାଲ କର୍ମଚାରୀମାନେ ଡରି ଯାଇଥିଲେ। ପ୍ରକୃତରେ ସଚିନ ତାଙ୍କ ସହ ଥଟ୍ଟା କରିଥିଲେ। ସଚିନଙ୍କ ଥଟ୍ଟାର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ପୋଷ୍ଟ କରିବାବେଳେ ସଚିନ ତେନ୍ଦୁଲକର ଏକ ମଜାଦାର କ୍ୟାପସନ ଲେଖିଥିଲେ, ମୁଁ ୨୦୦ ଟେଷ୍ଟ ଖେଳିଥିଲି ଏବଂ ଏହା ହେଉଛି ୨୭୭ତମ କୋଭିଡ ଟେଷ୍ଟ! ପରିସ୍ଥିତିକୁ ହାଲୁକା କରିବା ପାଇଁ ଟିକିଏ ଥଟ୍ଟା। ଆମ ସ୍ବାସ୍ଥ୍ୟ କର୍ମୀଙ୍କୁ ନମସ୍କାର ବୋଲି ସେ କହିଛନ୍ତି।

 

View this post on Instagram

 

A post shared by Sachin Tendulkar (@sachintendulkar)

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?