Posted inଖେଳ

ବିଶ୍ୱକପ ଫାଇନାଲ ପୂର୍ବରୁ ବିରାଟ କୋହଲିଙ୍କୁ ବିଶେଷ ଉପହାର ଦେଲେ ସଚିନ ତେନ୍ଦୁଲକର

ଅହମଦାବାଦ,୧୯ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ଫାଇନାଲ ଆରମ୍ଭ ପୂର୍ବରୁ ସଚିନ ତେନ୍ଦୁଲକର ବିରାଟ କୋହଲିଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ତେନ୍ଦୁଲକର କୋହଲିଙ୍କୁ ତାଙ୍କର ଶେଷ ଦିନିକିଆ ଜର୍ସି ଦେଇଛନ୍ତି। ସଚିନ ତେନ୍ଦୁଲକର ଉପହାର ଦେଇଥିବା ଜର୍ସିରେ ଲେଖିଛନ୍ତି “ବିରାଟ, ତୁମେ ଆମକୁ ଗର୍ବିତ କରିଛ”।

ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ଫାଇନାଲ ମ୍ୟାଚ ଆରମ୍ଭ ହୋଇଯାଇଛି। ସୁପର ସନ୍‌ଡେରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବ ମହାମୁକାବିଲା। ୫ ଥରର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ନିଜର ପୂର୍ବ ଐତିହ୍ୟ ପାଇଁ ଲଢେଇ କରୁଥିବା ବେଳେ ୨୦୦୩ ଦିନିକିଆ ବିଶ୍ୱକପ୍‌ ଫାଇନାଲ ପରାଜୟର ପ୍ରତିଶୋଧ ପାଇଁ ପଡିଆକୁ ଓହ୍ଲାଇଛି ଭାରତ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri