Posted inଖେଳ

୫୦ ବର୍ଷରେ ପାଦ ଥାପିଲେ ସଚିନ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଆଜି ଅର୍ଥାତ୍‌ ଏପ୍ରିଲ ୨୪ରେ ଜନ୍ମଦିନ। ସଚିନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଶ୍ୱର କୋଣ ଅନୁକୋଣରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ। ‘ଗଡ୍‌ ଅଫ୍‌ କ୍ରିକେଟ୍‌’ ଭାବରେ ଜଣାଶୁଣା ସଚିନ ଅନ୍ତର୍ଜାତୀୟ କ୍ରିକେଟରେ ୩୪୦୦୦ରୁ ଅଧିକ ରନ୍‌ ସଂଗ୍ରହ କରିଛନ୍ତି। ୧୦୦ଟି ଅନ୍ତର୍ଜାତୀୟ ଶତକ ପାଇଁ ରେକର୍ଡ କରି କରିଛନ୍ତି। ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ‘ଭାରତ ରତ୍ନ’ ସମେତ ଅନେକ ପୁରସ୍କାର ଏବଂ ପ୍ରଶଂସା ସହିତ ତାଙ୍କୁ ସମ୍ମାନିତ କରାଯାଇଛି। ଆଜିର ଏହି ଖାସ୍‌ ଦିନରେ ସଚିନଙ୍କ ବିଷୟରେ ଜାଣନ୍ତୁ କିଛି କଥା…

Happy Birthday Sachin Tendulkar: 'God of Cricket' turns 48 | Cricket News | Zee News

ସଚିନ ୧୯୯୦ରେ ମୁମ୍ବାଇ ବିମାନବନ୍ଦରରେ ପ୍ରଥମ ଥର ପାଇଁ ଅଞ୍ଜଳିଙ୍କୁ ଭେଟିଥିଲେ। ସେତେବେଳେ ତାଙ୍କୁ ୧୭ ବର୍ଷ ହୋଇଥିଲା। ସଚିନ ୨୨ ବର୍ଷ ବୟସରେ ବିବାହ କରିଥିଲେ।
ତାଙ୍କ ପିତା ରମେଶ ତେନ୍ଦୁଲକର ତାଙ୍କୁ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ସଚିନ ଦେବ ବର୍ମନଙ୍କ ନାମରେ ନାମିତ କରିଥିଲେ। ସଚିନଙ୍କ ପ୍ରଥମ କାର ଥିଲା ମାରୁତି-୮୦୦।

IPL 2023: Mumbai Indians Set To Celebrate Sachin Tendulkar's 50th Birthday At Wankhede | Cricket News | Zee News

୧୯୯୦ରେ ସେ ଶ୍ରୀଲଙ୍କା ବିପକ୍ଷରେ ଘରୋଇ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଅଧିକନ୍ତୁ ମାଷ୍ଟର ବ୍ଲାଷ୍ଟର ତାଙ୍କର ୨୦୦ତମ ଟେଷ୍ଟ ମ୍ୟାଚ୍‌ ଖେଳିବା ପରେ ନଭେମ୍ବର୨୦୧୩ରେ ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଥିଲେ।ସେ ମୋଟ ୬୬୪ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଖେଳି ୩୪୩୫୭ ରନ୍‌ ସ୍କୋର କରିଥିଲେ। ନିକଟରେ ତାଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମୁମ୍ବାଇ ଇଣ୍ଡିଆନ୍ସ (MI) ପାଇଁ ଆଇପିଏଲ ଡେବ୍ୟୁ ବି କରିଛନ୍ତି। ସଚିନ ୨୦୦୮ରୁ ଫ୍ରାଞ୍ଚାଇଜ ସହିତ ଜଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri