ଚାଷ ଜମିରେ କରୋନା ସଚେତନତା ବାର୍ତ୍ତା ଲେଖିଲେ ସଚିନ

କୋହ୍ଲାପୁର,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରି ସ୍ଥଳେ ମାସ୍କ୍‌ ପିନ୍ଧିବା, ନିୟମିତ ସମୟ ଅନ୍ତରରେ ହାତ ଧୋଇବା, ସାମାଜିକ ଦୂରତା ଆଦି ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି। ମହାରାଷ୍ଟ୍ର କୋହ୍ଲାପୁରର ସାଲଗାଓଁରେ ଜଣେ ଚାଷୀ ନିଜ ଜମିରେ କରୋନା ସଚେତନତା ବାର୍ତ୍ତା ଦେଇଛନ୍ତି। ଧାନ ତଳିରେ ସେ ‘ଗୋ କରୋନା ଗୋ’ ଲେଖିଛନ୍ତି। ଏହି ଜମି ସଚିନ ସଦାଶିବ କେସରକରଙ୍କର। ସେ ୧୫ ଦିନ ତଳେ ଜମିରେ ବଡ଼ ବଡ଼ ଅକ୍ଷରରେ ଏହି ବାର୍ତ୍ତା ଲେଖି ଏହା ଉପରେ ଧାନ ବିହନ ବୁଣିଥିଲେ। ଏବେ ଅକ୍ଷର ଆକୃତିର ଧାନ ତଳି ଉଠିଥିବା ସେ କହିଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବହୁ ୟୁଜର ସଚିନଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷୀ ନେଲା ମାଲିକଙ୍କ ଜୀବନ

ଗୋଟିଏ ପକ୍ଷୀ ମାଲିକଙ୍କ ଜୀବନ ନେଇଯାଇଛି। ଏବେ ମନରେ ପ୍ରଶ୍ନ ଉଠୁଥିବ ମାଲିକ ଏମିତି କ’ଣ କଲେ ଯେ ସାମାନ୍ୟ ପକ୍ଷୀଟି ଜୀବନ ନେବାକୁ ପଛାଇଲାନି।...

ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ...

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ....

କଟକରୁ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୭-କଟକ ସହରରୁ ଗୁରୁବାର ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୦ଟି କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧ଜଣ ହେଉଛନ୍ତି ସ୍ଥାନୀୟ...

ବାର୍ଷିକ ୪୨ ଲକ୍ଷ ଟଙ୍କା ଦରମାରେ ଘରେ ରହି କାମ କରିବାର ସୁଯୋଗ ପାଇଲେ ଏହି ଯୁବତୀ

ସିମଲା, ୨୦।୮: ହିମାଚଳ ପ୍ରଦେଶର ଜଣେ ଯୁବତୀ ଆମେରିକୀୟ ସଫ୍ଟଓ୍ବେରା କମ୍ପାନୀ ଏଡୋବରେ ଚାକିରି ପାଇଛନ୍ତି। କମ୍ପାନୀ ପକ୍ଷରୁ ତାଙ୍କୁ ବାର୍ଷିକ ସାଢ଼େ ୪୨ ଲକ୍ଷ...

ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି।...

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ଶଗଡ଼ରୁ ଚନ୍ଦ୍ର: ଭାରତର ମହାକାଶ ଗବେଷଣାର ଏକ ଲମ୍ବା ଅଭିଯାନ

ନୂଆଦିଲ୍ଲୀ,୨୩।୭: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରୟାନ-୨କୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ସଫଳତାର ସହ ଜିଏସ୍‌ଏଲଭି ମାର୍କ-୩ ରକେଟ ଦ୍ୱାରା ମହାକାଶକୁ...

Advertisement
Archives

Model This Week