ନୂଆଦିଲ୍ଲୀ, ୧୫।୭: ପ୍ୟାରିସରେ ଚାଲିଥିବା ପାରା ଆଥ୍ଲେଟିକ୍ସ ବିଶ୍ୱ ଚାମ୍ପିୟନଶିପ୍ର ପୁରୁଷ ଶଟ୍ପୁଟ୍ ଏଫ୍୪୬ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତର ସଚିନ ସର୍ଜେରାଓ ଖିଲାରି। ଶୁକ୍ରବାର ୧୬.୨୧ ମିଟର ଦୂରକୁ ଥ୍ରୋ କରି ସେ ନୂଆ ଏସିଆନ ରେକର୍ଡର ଅଧିକାରୀ ହେବା ସହ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି। ଆମେରିକାର ଜୋଶୁଆ ଚିନାମୋ ମାତ୍ର ୦.୨୧ ମିଟର କମ୍ ଥ୍ରୋ କରି ରୌପ୍ୟ ଏବଂ ଦକ୍ଷିଣ ଆଫ୍ରିକାର କେରଓ୍ବିନ ନୋଏମ୍ଡୋ ୧୫.୩୦ ମିଟର ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗୁରୁବାର ପାରାଲିମ୍ପିକ୍ ଗୋଲ୍ଡ ମେଡାଲିଷ୍ଟ ସୁମିତ ଆଣ୍ଟିଲ ବିଶ୍ୱ ଚାମ୍ପିୟନଶିପ୍ର ଏଫ୍୬୪ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ୭୦.୮୩ ମିଟର ଥ୍ରୋ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ।
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

