ଚର୍ଚ୍ଚାରେ କୁବ୍ରାଙ୍କ ଅଣ୍ଡର ୱାଟର ଫଟୋ ଶୁଟ୍‌

ମୁମ୍ବାଇ: ବଲିଉଡ୍ ମୁଭି ‘ରେଡି’ରୁ ନିଜର ବଲିଉଡ୍ ଜର୍ଣ୍ଣି ଆରମ୍ଭ କରିଥିବା କୁବ୍ରା ସେଠ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ଏହା କେବଳ ତାଙ୍କ ବୋଲ୍ଡ ଅନ୍ଦାଜ ପାଇଁ ଏଥରବି ସେମିତି କିଛି ଭିନ୍ନ ଅନ୍ଦାଜକୁ ନେଇ ଏହି ଅଭିନେତ୍ରୀ ଦର୍ଶକଙ୍କ ମୁଣ୍ଡ ବିଗାଡିଛନ୍ତି । ନିକଟରେ ତାଙ୍କର କିଛି ଅଣ୍ଡର ୱାଟର ଫଟୋ ଶୁଟ୍ ଭାଇରାଲ ହେବାରେ ଲାଗିଛି । ଶୁଇମିଂ ପୁଲରେ କୁବ୍ରା ବିଭିନ୍ନ ପ୍ରକାର ପୋଜରେ ଫଟୋ ଶୁଟ୍ କରିଛନ୍ତି । ଆଉ ସବୁ ଫଟୋରେ ଭିନ୍ନ ଭିନ୍ନ ବିକିନି ପିନ୍ଧି ସେ ଦେଇଛନ୍ତି ବୋଲ୍ଡ ଲୁକର ଆଉ ଏକ ପରିଚୟ । କେବେ ଠିଆ ହୋଇଥିବା ବେଳେ ତ ପୁଣି କେବେ ଭାସିବା ପୋଜରେ ପୁଣି କେବେ ବସିବା ପୋଜରେ ଫଟୋ ଶୁଟ୍ କରି କୁବ୍ରା ଏବେ ୟଙ୍ଗଷ୍ଟରଙ୍କ ମନକୁ ଦୋହଲାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri