ବିବାଦ ପାଇଁ ବଳିପଡ଼ିଲା

ଢେଙ୍କାନାଳ ଅଫିସ,୨।୯: ପୌର ନିର୍ବାଚନକୁ ବିତିଛି ୬ମାସ। ପୌରାଧ୍ୟକ୍ଷା-ଉପାଧ୍ୟକ୍ଷ, ବିଜେଡି-ଭାଜପା କାଉନ୍‌ସିଲରଙ୍କ କାଦୁଅ ଫିଙ୍ଗା ରାଜନୀତି ମଧ୍ୟରେ ବିତିଛି ଏହି ମୂଲ୍ୟବାନ ସମୟ। ଏହି ବିବାଦରେ ବଳିପଡ଼ିଛି କୁଞ୍ଜକାନ୍ତ ପୋଖରୀ ପାର୍ଶ୍ୱ ପାର୍କ ଏବଂ ଓପନ୍‌ ଜିମ୍‌। ସ୍ବାୟତ୍ତ ଶାସନ ଦିବସରେ ସହରବାସୀଙ୍କ ଉଦ୍ଦେଶ୍ୟରେ ଏହାର ଲୋକାର୍ପଣ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବାବେଳେ ତାହା ହୋଇପାରିନାହିଁ। କେବଳ ପାର୍କ ଓ ଓପନ ଜିମ୍‌ ନୁହେଁ, ସହରର ଏଭଳି ଅନେକ ପ୍ରକଳ୍ପର କେବେ ଉଦ୍‌ଘାଟନ ହେବ, ତାହା ସନ୍ଦିହାନ ହୋଇପଡ଼ିଛି।
ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ୨୦ଲକ୍ଷ ଟଙ୍କା ବ୍ୟୟରେ ୩ନଂ. ୱାର୍ଡ କୁଞ୍ଜକାନ୍ତ ପୋଖରୀ ପାର୍ଶ୍ୱରେ ନିର୍ମାଣ କରାଯାଇଛି ପାର୍କ ଓ ଓପନ୍‌ ଜିମ୍‌। ଏଥିସହ ପୋଖରୀ ଚତୁଃପାର୍ଶ୍ୱ ଆଲୋକୀକରଣ କରାଯାଇଛି। ତେବେ ପୌରାଞ୍ଚଳରେ ଦୁଇ ପ୍ରମୁଖ ଦଳ ମଧ୍ୟରେ ବିବାଦ ଯୋଗୁ ଉନ୍ନତିମୂଳକ କାର୍ଯ୍ୟର ସୁଫଳରୁ ବଞ୍ଚତ୍ତ ହେଉଛନ୍ତି ସହରବାସୀ, ଯାହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏ ସଂକ୍ରାନ୍ତରେ ୩ନଂ. ୱାର୍ଡ କାଉନ୍‌ସିଲର ଅଭିମନ୍ୟୁ ପଣ୍ଡା କୁହନ୍ତି, ନିମନ୍ତ୍ରଣ କାର୍ଡରେ କେବଳ କେତେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ହେବ ବୋଲି ଲେଖାଥିଲା। କିନ୍ତୁ ସ୍ପଷ୍ଟ ଭାବେ କେଉଁ ପ୍ରକଳ୍ପ କେଉଁଠି ଉଦ୍‌ଘାଟନ ହେବ ବୋଲି କୌଣସି ସୂଚନା ନ ଥିଲା। କାଉନସିଲର ଭାବେ ଏ ସଂକ୍ରାନ୍ତରେ କିଛି ଜଣାଇ ନ ଥିଲେ। ଖୁବ୍‌ଶୀଘ୍ର ପାର୍କ, ଓପନ ଜିମ ଏବଂ ୨ ଲକ୍ଷ ୮୦ ହଜାର ଟଙ୍କା ବ୍ୟୟରେ ପୋଖରୀ ଚତୁଃପାର୍ଶ୍ୱ ଆଲୋକୀକରଣ କାର୍ଯ୍ୟ ଉଦ୍‌ଘାଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri