Posted inଜାତୀୟ

ଶହୀଦ୍‌ଙ୍କ ବଳିଦାନ ଦେବ ପ୍ରେରଣା…

ନୂଆଦିଲ୍ଲୀ,୨୬।୭: ଦେଶ ମାତୃକାର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀର୍‌ ଶହୀଦ୍‌ଙ୍କ ଅମର ଗାଥା ସବୁବେଳେ ଦେଶବାସୀଙ୍କୁ ଦେଶସେବା ଲାଗି ପ୍ରେରଣା ପ୍ରଦାନ କରୁଥିବ। କାରଗୀଲ୍‌ ବିଜୟ ଦିବସର ୨୨ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହି ଶହୀଦ୍‌ଙ୍କ ସ୍ମୃତି ଚାରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଟୁଇଟ୍‌ କରି କହିଛନ୍ତି ଯେ, କାରଗୀଲ୍‌ ବିଜୟ ଦ୍ୱାରା ସାରା ପୃଥିବୀ ଭାରତୀୟ ସେନାଙ୍କର ଶୃଙ୍ଖଳା ଏବଂ ବୀରତ୍ୱ ସମ୍ପର୍କରେ ଅବଗତ ହୋଇପାରିଛି। ୧୯୯୯ ଜୁଲାଇ ୨୬ରେ ଭାରତୀୟ ସେନାର ବିଜୟ ଏକ ଗୌରବମୟ ଇତିହାସ ସୃଷ୍ଟି କରିବାକୁ ସକ୍ଷମ ହୋଇଛି ବୋଲି ପ୍ରଧାନନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨।୫: ପ୍ରକାଶ ପାଇଛି ସିବିଏସ୍‌ଇ ପରିଚାଳିତ ଦ୍ୱାଦଶ ପରୀକ୍ଷା ଫଳ। ଏଥିରେ ହଂସିକା ଶୁକ୍ଳା ଓ କରିସ୍ମା ଆରୋରା ଯୁଗ୍ମ ଭାବେ ସର୍ବାଧିକ ୪୯୯ ନମ୍ବର...

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ...

ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି

ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...

ମୁଁ କଂଗ୍ରେସ ଛାଡୁନି, ଯଦି କେହି ଧକ୍କା ଦେଇ ବିଦା କରିବ ତେବେ…

ନୂଆଦିଲ୍ଲୀ,୧୭।୨: କଂଗ୍ରେସ ନେତା ମନୀଷ ତିୱାରୀ କଂଗ୍ରେସ ଛାଡିବା ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ଭାଜପାରେ ଯୋଗଦେବେ କି ନାହିଁ ବୋଲି ପଚରାଯିବାରୁ...

ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ,ଏମଏସଏମଇ ପାଇଁ ନୂଆ ସୁଯୋଗ…

ନୂଆଦିଲ୍ଲୀ, ୩୦।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ବିଜ୍ଞାନ ଭବନରେ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ’ଉଦ୍ୟୋଗୀ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ...

ସକାଳ ୧୦ଟାରେ ବସିବ ଯୋଗୀଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶପଥ ନେବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଯୋଗୀ ସରକାରଙ୍କ ୨.୦ର ପ୍ରଥମ କ୍ୟାବିନେଟ ବୈଠକ ଶନିବାର...

ଉତ୍ତରପ୍ରଦେଶରେ ପ୍ରଚାର କରିବେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୫।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ୩ୟ ପର୍ଯ୍ୟାୟ ପ୍ରଚାର ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷା...

ଜବତ ହୋଇଥିବା ଚୋରି ସାମଗ୍ରୀ ବିକି ଦେଉଥିଲେ ମହିଳା ପୋଲିସ

ପାଲଘର,୫।୯: ଚୋରି ମାମଲାରେ ଜବତ ହୋଇଥିବା ସାମଗ୍ରୀକୁ ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର...

Advertisement
Archives

Model This Week