Posted inଖେଳ

‘୪ ଓଭର ବୋଲିଂ କରି ଥକି ପଡ଼ୁଛନ୍ତି ପେସର’

ନୂଆଦିଲ୍ଲୀ,୧।୭: ମାତ୍ର ୪ ଓଭର ବୋଲିଂ କରିବା ପରେ ବର୍ତ୍ତମାନ ପୀଢ଼ିର ବୋଲରମାନେ ଥକି ପଡ଼ୁଛନ୍ତି। କାର୍ଯ୍ୟଭାର ଯୋଗୁ ସେମାନଙ୍କୁ ୪ ଓଭରରୁ ଅଧିକ ବୋଲିଂ କରିବାକୁ ଅନୁମତି ଦିଆଯାଉ ନାହିଁ। ଏହା ମୋତେ ଦୁଃଖ ଦେଉଛି ବୋଲି କହିଛନ୍ତି ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ ଇଣ୍ଡିଆର ଅଧିନାୟକ କପିଳ ଦେବ।

ଏକଦା ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ୬୨ ବର୍ଷୀୟ ପୂର୍ବତନ ଅଲରାଉଣ୍ଡର କହିଛନ୍ତି, ମୋର ମନେ ଅଛି ପ୍ରତିପକ୍ଷ ଦଳର ଶେଷ ବ୍ୟାଟ୍ସମ୍ୟାନଙ୍କୁ ଆମେ ଅତିକମ୍‌ରେ ୧୦ ଓଭର ବୋଲିଂ କରୁଥିଲୁ। ଏହା ଦ୍ୱାରା ମାଂସପେଶୀ ବୃଦ୍ଧିପାଏ। ବୋଧହୁଏ ବର୍ତ୍ତମାନ ବୋଲରଙ୍କ ପାଇଁ ୪ ଓଭର ଯଥେଷ୍ଟ। ଏହାକୁ ଆମ ପୀଢ଼ି ପସନ୍ଦ କରୁ ନାହାନ୍ତି ବୋଲି ଏକ ସାକ୍ଷାତ୍‌କାରେ କପିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri