Posted inଫୁରସତ

ଆଜି ବିଶ୍ୱ ସଦ୍‌ଭାବନା ଦିବସ

ସବୁ ଜାତି, ଧର୍ମ, ବର୍ଣ୍ଣର ଲୋକଙ୍କ ମଧ୍ୟରେ ଜାତୀୟ ଏକତା ମନୋଭାବ ସହ ଶାନ୍ତି, ସ୍ନେହ ଏବଂ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଉତ୍ସାହିତ କରି ଭାରତକୁ ଏକ ବିକଶିତ ଦେଶ କରିବାର ସ୍ବପ୍ନ ଦେଖିଥିଲେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ। ସଦ୍‌ଭାବନା ମାଧ୍ୟମରେ ରାଷ୍ଟ୍ରର ଆଧୁନିକୀକରଣ ତଥା ବିକାଶ ପଥ ଖୋଲିପାରିବ ବୋଲି ଚିନ୍ତା କରି ସେ ଦେଶବାସୀଙ୍କୁ ସେହିବାଟରେ ଚାଲିବା ନିମନ୍ତେ ଉତ୍ସାହିତ କରିଆସୁଥିଲେ। ସ୍ବର୍ଗତଃ ଗାନ୍ଧୀଙ୍କ ସେହି ଆଧୁନିକ ଚିନ୍ତାଧାରା ଓ ଇଚ୍ଛାକୁ ସମ୍ମାନ ଜଣାଇ ତାଙ୍କ ଜନ୍ମଦିବସ ସ୍ମୃତିରେ ପ୍ରତି ବର୍ଷ ଅଗଷ୍ଟ ୨୦ରେ ଦେଶରେ ‘ସଦ୍‌ଭାବନା ଦିବସ’ ପାଳନ କରାଯାଏ। ସେହିପରି ବାୟୋଗ୍ୟାସ୍‌, ସୋଲାର ଶକ୍ତି, ପବନ ବା ଓ୍ବିଣ୍ଡ୍‌ ପାଓ୍ବାର ଭଳି ଅକ୍ଷୟ ଶକ୍ତିର ମହତ୍ତ୍ୱ ଏହାର ବ୍ୟବହାର ବିଷୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଧ୍ୟ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀକୁ ଅକ୍ଷୟ ଉର୍ଜା ଦିବସ ଭାବେ ମଧ୍ୟ ପାଳନ କରାଯାଇଥାଏ। ଦେଶର ବିକାଶ ପାଇଁ ତାଙ୍କ ଉତ୍ସାହଜନକ ଶବ୍ଦ ଆଜି ମଧ୍ୟ ଜନ୍ମ ବାର୍ଷିକୀରେ ସ୍ମରଣୀୟ। ତାଙ୍କର ପ୍ରତ୍ୟେକ ବାକ୍ୟ ଅତ୍ୟନ୍ତ ପ୍ରେରଣାଦାୟକ ଯାହା ଏବେ ବି ଦେଶର ଯୁବକମାନଙ୍କୁ ଭାରତର ନେତୃତ୍ୱ ନେବାକୁ ପ୍ରୋତ୍ସାହିତ କରିଥାଏ। ୨୦ ଅଗଷ୍ଟ ୨୦୨୧ ରେ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ବାର୍ଷିକୀ ପାଳନ କରାଯିବ। ମୃତ୍ୟୁର ଏକ ବର୍ଷ ପରେ ଭାରତୀୟ ଜାତୀୟ କଂଗ୍ରେସ ୧୯୯୨ରେ ରାଜୀବ ଗାନ୍ଧୀ ସଦ୍‌ଭାବନା ପୁରସ୍କାର ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri