ଆଜିଠୁ କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ୍‌,୨୪ା୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ପାଇଁ ଅଧିକ ସଂଖ୍ୟାରେ ଶଯ୍ୟା ଆବଶ୍ୟକ ଥିଲା। ଏହି ଅଭାବକୁ ପୂରଣ କରିବା ପାଇଁ ସୋମବାର କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ। ୧୫୦ ଶଯ୍ୟାବିଶିଷ୍ଟ ଏହି ହସ୍ପିଟାଲରେ ଡାୟାଲିସିସ୍‌ ଓ ପ୍ରସୂତିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିବ। ଗୀତ ଗୋବିନ୍ଦ ସଦନରେ ଖବରଦାତା ସମ୍ମିଳନୀରେ ସିଏମ୍‌ସି କମିଶନର ଅନନ୍ୟା ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ସଦ୍‌ଗୁରୁ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଯିବା ପରେ କଟକରେ କରୋନା ରୋଗୀଙ୍କ ପାଇଁ ଚିକିତ୍ସା ଆହୁରି ସହଜ ହେବ। ଏଥିପାଇଁ ରାଜ୍ୟ ସରକାର ଅନୁମତି ଦେଇସାରିଛନ୍ତି। କାରଣ ଅତୀତରେ କୋଭିଡ୍‌ ହସ୍ପିଟାଲରେ ସଙ୍କଟାପନ୍ନ ରୋଗୀଙ୍କ ପାଇଁ ଡାୟଲିସିସ ସୁବିଧା ନ ଥିବାରୁ ଅନେକ ରୋଗୀଙ୍କ ମୃତ୍ୟୁ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri