Posted inଜାତୀୟ

ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ପାଇଛି ବୃଦ୍ଧି: ସଦ୍‌ଗୁରୁ

ନୂଆଦିଲ୍ଲୀ,୬।୬: ଦେଶରେ ଧାର୍ମିକ ଅସହିଷ୍ଣୁତା କେବଳ ଟିଭିରେ ବୃଦ୍ଧି ପାଇଛି। ଗତ ୧୦ ବର୍ଷ ମଧ୍ୟରେ ଦେଶର କୌଣସି ସ୍ଥାନରେ ବଡ଼ ଧରଣର ଦଙ୍ଗା ହୋଇନାହିଁ ବୋଲି ଇଶା ଫାଉଣ୍ଡେଶନର ପ୍ରତିଷ୍ଠାତା ସଦ୍‌ଗୁରୁ ଜାଗି ଭାସୁଦେବ କହିଛନ୍ତି।
ଏକ ଆଲୋଚନାରେ ଆଧ୍ୟାତ୍ମିକ ଗୁରୁ ଜାଗି କହିଛନ୍ତି, ଟେଲିଭିଜନ ଷ୍ଟୁଡିଓରେ ବିତର୍କରେ ବହୁତ କିଛି ଖବର ଅତିରଞ୍ଚିତ କରାଯାଉଛି। ଏହି କାରଣରୁ ଦେଶରେ ଧାର୍ମିକ ଅସହିଷ୍ଣୁତା ବୃଦ୍ଧି ପାଉଛି। ବାସ୍ତବତା ହେଉଛି ଗତ ୧୦ ବର୍ଷ ମଧ୍ୟରେ ଦେଶରେ କୌଣସି ସାମ୍ପ୍ରଦାୟିକ ହିଂସା ଘଟଣା ହୋଇନାହିଁ। ହିଂସା ସହ ଜଡ଼ିତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ଆବଶ୍ୟକ।
ନିକଟରେ ‘ମାଟି ବଞ୍ଚାଓ’ ଅଭିଯାନ ଅଧୀନରେ ସଦ୍‌ଗୁରୁ ଜାଗି ବାସୁଦେବ ୨୭ଟି ଦେଶରେ ୩୦ ହଜାର କିଲୋମିଟର ଯାତ୍ରା ଶେଷକରି ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri